ବାହାନଗା ଟ୍ରେନ ଟ୍ରାଜେଡି: ମୃତକଙ୍କ ପରିବାରଙ୍କୁ ୫ ଲକ୍ଷ ଓ ଗୁରୁତରଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ବାହାନଗା ଟ୍ରେନ ଟ୍ରାଜେଡି । ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୃତକଙ୍କ ପରିବାରଙ୍କୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବି ସେହିପରି ଗୁରୁତରଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣ କରିଛନ୍ତ ମୁଖ୍ୟମନ୍ତ୍ରୀ। ଦୁର୍ଘଟଣା ପରଠୁ ହିଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେଇଛନ୍ତି। ମୃତକଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର