ବାହାନଗା ଟ୍ରେନ୍ ଟ୍ରାଜେଡ଼ି: ୬୬୧ ପରିବାରକୁ ମିଳିଲାଣି ସହାୟତା ରାଶି

The Sakala Picture
Published On

ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାର ସପ୍ତାହେ ପରେ ସ୍ବାଭାବିକ ହୋଇଛି ଟ୍ରେନ୍ ଚଳାଚଳ । ମରାମତି ଓ ପୁନରୁଦ୍ଧାର ପରେ ୪ଟି ଲେନରେ ଟ୍ରେନ୍ ଚଳପ୍ରଚଳ ଚାଲିଛି । ବାହାନଗା ରେଳ ଧାରଣାରେ ମରାମତି ଚାଲିଥିବାରୁ କିଛି ଟ୍ରେନକୁ ବାତିଲ କରାଯାଇଛି । ଅଧିକାଂଶ ଟ୍ରେନ୍ ଚାଲୁଛି । ଖୁବଶୀଘ୍ର ସବୁ ଟ୍ରେନ୍ ଚଳପ୍ରଚଳ କରିବ ବୋଲି କହିଛନ୍ତି ଦକ୍ଷିଣ ପୂର୍ବ ରେଳପଥର ସିପିଆରଓ ଆଦିତ୍ୟ କୁମାର ଚୌଧୁରୀ । ସେପଟେ ଏପର୍ୟ୍ୟନ୍ତ ମୃତକଙ୍କ ପରିବାର ଓ […]

ବାଲେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣାର ସପ୍ତାହେ ପରେ ସ୍ବାଭାବିକ ହୋଇଛି ଟ୍ରେନ୍ ଚଳାଚଳ । ମରାମତି ଓ ପୁନରୁଦ୍ଧାର ପରେ ୪ଟି ଲେନରେ ଟ୍ରେନ୍ ଚଳପ୍ରଚଳ ଚାଲିଛି । ବାହାନଗା ରେଳ ଧାରଣାରେ ମରାମତି ଚାଲିଥିବାରୁ କିଛି ଟ୍ରେନକୁ ବାତିଲ କରାଯାଇଛି । ଅଧିକାଂଶ ଟ୍ରେନ୍ ଚାଲୁଛି । ଖୁବଶୀଘ୍ର ସବୁ ଟ୍ରେନ୍ ଚଳପ୍ରଚଳ କରିବ ବୋଲି କହିଛନ୍ତି ଦକ୍ଷିଣ ପୂର୍ବ ରେଳପଥର ସିପିଆରଓ ଆଦିତ୍ୟ କୁମାର ଚୌଧୁରୀ ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସେପଟେ ଏପର୍ୟ୍ୟନ୍ତ ମୃତକଙ୍କ ପରିବାର ଓ ଆହତଙ୍କୁ ମିଶାଇ କରମଣ୍ଡଳ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ୬୬୧ ଜଣଙ୍କୁ କ୍ଷତିପୂରଣ ଦିଆସରିଲାଣି । ୩୩୧ ସାମାନ୍ୟ ଆହତ, ୧୫୦ ଗୁରୁତର ଆହତ ଏବଂ ମୃତକଙ୍କ ପରିବାରକୁ ୨୨.୬୬ କୋଟି ଟଙ୍କାର କ୍ଷତିପୂରଣ ରେଲୱେ ପକ୍ଷରୁ ଦିଆସରିଛି । ଗତ ୨ ତାରିଖରେ କରମଣ୍ଡଳ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର