ବାହାନଗା ଟ୍ରେନ୍ ଟ୍ରାଜେଡ଼ି: ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆହତଙ୍କ ମୃତ୍ୟୁ

The Sakala Picture
Published On

କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବିହାରର ବିଜୟ ଦର୍ଶନ । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଗତ ଜୁନ୍ ୨ ତାରିଖ ଶୁକ୍ରବାର ସନ୍ଧ୍ୟାରେ ହୋଇଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଦୁର୍ଘଟଣାର ୧୨ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ […]

କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବିହାରର ବିଜୟ ଦର୍ଶନ । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଗତ ଜୁନ୍ ୨ ତାରିଖ ଶୁକ୍ରବାର ସନ୍ଧ୍ୟାରେ ହୋଇଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଦୁର୍ଘଟଣାର ୧୨ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟଙ୍କ ମୃତ୍ୟୁ  ଘଟିଛି । ଏଥିସହ ୨୮୯କୁ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

13 Jun 2023 By The Sakala

ବାହାନଗା ଟ୍ରେନ୍ ଟ୍ରାଜେଡ଼ି: ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆହତଙ୍କ ମୃତ୍ୟୁ

କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବିହାରର ବିଜୟ ଦର୍ଶନ । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଗତ ଜୁନ୍ ୨ ତାରିଖ ଶୁକ୍ରବାର ସନ୍ଧ୍ୟାରେ ହୋଇଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଦୁର୍ଘଟଣାର ୧୨ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ବିଜୟଙ୍କ ମୃତ୍ୟୁ  ଘଟିଛି । ଏଥିସହ ୨୮୯କୁ ମୃତକଙ୍କ ସଂଖ୍ୟା ବୃଦ୍ଧି ହୋଇଛି।

https://www.thesakala.in/latest-odisha-news/bahanaga-train-tragedy-another-one-person-died-while-undergoing-treatment/article-22551
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର