ବାହାନଗା ଟ୍ରେନ ଟ୍ରାଜେଡି: ସିବିଆଇ ତଦନ୍ତକୁ ସ୍ୱାଗତ କଲେ ମନ୍ତ୍ରୀ ପ୍ରମିଳା ମଲ୍ଲିକ, କହିଲେ ରାଜନୀତି କରିବାର ଇଏ ସମୟ ନୁହେଁ….

The Sakala Picture
Published On

ଭୁବନେଶ୍ବର: ବାହାନଗା ଟ୍ରେନ ଟ୍ରାଜେଡ଼ିରେ ସିବିଆଇ ତଦନ୍ତକୁ ସ୍ୱାଗତ କରିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଦଳର ଉପ ସ୍ୱଭାନେତ୍ରୀ ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଭଲ ହୋଇଛି ସିବିଆଇ ତଦନ୍ତ ଦିଆ ଯାଇଛି । ଯିଏ ଦୋଷୀ ସେ ଦଣ୍ଡ ପାଇବ । ସିବିଆଇ ତଦନ୍ତ ହେଲେ  ଲୋକଙ୍କ ଜୀବନ ଫେରି ଆସିବିନି କିନ୍ତୁ ତଦନ୍ତ ହେଲେ ଦୋଷୀ ଧରା ପଡ଼ିବ । ସିବିଆଇ ତଦନ୍ତ […]

ଭୁବନେଶ୍ବର: ବାହାନଗା ଟ୍ରେନ ଟ୍ରାଜେଡ଼ିରେ ସିବିଆଇ ତଦନ୍ତକୁ ସ୍ୱାଗତ କରିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଦଳର ଉପ ସ୍ୱଭାନେତ୍ରୀ ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଭଲ ହୋଇଛି ସିବିଆଇ ତଦନ୍ତ ଦିଆ ଯାଇଛି । ଯିଏ ଦୋଷୀ ସେ ଦଣ୍ଡ ପାଇବ । ସିବିଆଇ ତଦନ୍ତ ହେଲେ  ଲୋକଙ୍କ ଜୀବନ ଫେରି ଆସିବିନି କିନ୍ତୁ ତଦନ୍ତ ହେଲେ ଦୋଷୀ ଧରା ପଡ଼ିବ । ସିବିଆଇ ତଦନ୍ତ କରୁଛନ୍ତି ଠିକ ଜିନିଷ ଧରା ପଡ଼ିବ । ଯେଉଁମାନେ ସମ୍ପୃକ୍ତ ଥିବେ ସେମାନେ ସାମ୍ନାକୁ ଆସିବେ । ନିଶ୍ଚିତ ଭାବେ କିଛି ଭୁଲ ଭଟକା ଯୋଗୁ ଏହି ଘଟଣା ଘଟିଛି ତେଣୁ ଆମେ ସିବିଆଇ ତଦନ୍ତ କୁ ସ୍ୱାଗତ କରୁଛୁ । କୌଣସି ମୃତ୍ୟୁ ଲୁଚା ଯାଇନି । ଆମେ ପ୍ରାଣପ୍ରଣେ ଉଦ୍ୟମ କରି ସବୁ ମୃତଦେହକୁ ବାହାର କରିଛୁ । ସମସ୍ତେ ତନତନ କରି ଦେଖିଛିନ୍ତି । କେଉଁଠି କିଛି ଲୁଚା ଯାଇନି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ରାଜନୀତି କରିବାର ଇଏ ସମୟ ନୁହେଁ । ଅନେକ ଲୋକ ଚିକିତ୍ସିତ ହେଉଛନ୍ତି ଅନେକ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ ସହ ଛିଡ଼ା ହେବାର ଇଏ ସମୟ । ରାଜନୀତି କରିବା ପାଇଁ ବହୁତ ସମୟ ଅଛି । ଯେଉଁମାନେ ଏଇ ଘଟଣାକୁ ନେଇ ରାଜନୀତି କରୁଛନ୍ତି ସେମାନେ ଆଗ ଆହତ ଓ ମୃତ୍ୟୁ ବ୍ୟକ୍ତି ପରିବାର ସହ ଯାଇକି ଛିଡ଼ା ହୁଅନ୍ତୁ ଆଉ ସାନ୍ତ୍ୱନା ଦିଅନ୍ତୁ । କହିବା ବଦଳରେ ଯାଇକି କିଛି କରନ୍ତୁ । ଘଟଣା କୁ ନେଇ ରାଜନୀତି ନ କରନ୍ତୁ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

05 Jun 2023 By The Sakala

ବାହାନଗା ଟ୍ରେନ ଟ୍ରାଜେଡି: ସିବିଆଇ ତଦନ୍ତକୁ ସ୍ୱାଗତ କଲେ ମନ୍ତ୍ରୀ ପ୍ରମିଳା ମଲ୍ଲିକ, କହିଲେ ରାଜନୀତି କରିବାର ଇଏ ସମୟ ନୁହେଁ….

ଭୁବନେଶ୍ବର: ବାହାନଗା ଟ୍ରେନ ଟ୍ରାଜେଡ଼ିରେ ସିବିଆଇ ତଦନ୍ତକୁ ସ୍ୱାଗତ କରିଛନ୍ତି ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଦଳର ଉପ ସ୍ୱଭାନେତ୍ରୀ ତଥା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଭଲ ହୋଇଛି ସିବିଆଇ ତଦନ୍ତ ଦିଆ ଯାଇଛି । ଯିଏ ଦୋଷୀ ସେ ଦଣ୍ଡ ପାଇବ । ସିବିଆଇ ତଦନ୍ତ ହେଲେ  ଲୋକଙ୍କ ଜୀବନ ଫେରି ଆସିବିନି କିନ୍ତୁ ତଦନ୍ତ ହେଲେ ଦୋଷୀ ଧରା ପଡ଼ିବ । ସିବିଆଇ ତଦନ୍ତ କରୁଛନ୍ତି ଠିକ ଜିନିଷ ଧରା ପଡ଼ିବ । ଯେଉଁମାନେ ସମ୍ପୃକ୍ତ ଥିବେ ସେମାନେ ସାମ୍ନାକୁ ଆସିବେ । ନିଶ୍ଚିତ ଭାବେ କିଛି ଭୁଲ ଭଟକା ଯୋଗୁ ଏହି ଘଟଣା ଘଟିଛି ତେଣୁ ଆମେ ସିବିଆଇ ତଦନ୍ତ କୁ ସ୍ୱାଗତ କରୁଛୁ । କୌଣସି ମୃତ୍ୟୁ ଲୁଚା ଯାଇନି । ଆମେ ପ୍ରାଣପ୍ରଣେ ଉଦ୍ୟମ କରି ସବୁ ମୃତଦେହକୁ ବାହାର କରିଛୁ । ସମସ୍ତେ ତନତନ କରି ଦେଖିଛିନ୍ତି । କେଉଁଠି କିଛି ଲୁଚା ଯାଇନି ।

ରାଜନୀତି କରିବାର ଇଏ ସମୟ ନୁହେଁ । ଅନେକ ଲୋକ ଚିକିତ୍ସିତ ହେଉଛନ୍ତି ଅନେକ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ ସହ ଛିଡ଼ା ହେବାର ଇଏ ସମୟ । ରାଜନୀତି କରିବା ପାଇଁ ବହୁତ ସମୟ ଅଛି । ଯେଉଁମାନେ ଏଇ ଘଟଣାକୁ ନେଇ ରାଜନୀତି କରୁଛନ୍ତି ସେମାନେ ଆଗ ଆହତ ଓ ମୃତ୍ୟୁ ବ୍ୟକ୍ତି ପରିବାର ସହ ଯାଇକି ଛିଡ଼ା ହୁଅନ୍ତୁ ଆଉ ସାନ୍ତ୍ୱନା ଦିଅନ୍ତୁ । କହିବା ବଦଳରେ ଯାଇକି କିଛି କରନ୍ତୁ । ଘଟଣା କୁ ନେଇ ରାଜନୀତି ନ କରନ୍ତୁ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି।

https://www.thesakala.in/latest-odisha-news/bahanaga-train-tragedy-minister-pramila-mallik-welcomes-cbi-inquiry/article-22327
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର