ବାହୁଡ଼ା ଯାତ୍ରା: ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି

The Sakala Picture
Published On

ପୁରୀ: ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ ତେବେ ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ । ତେବେ ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି […]

ପୁରୀ: ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ ତେବେ ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ । ତେବେ ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର । ଏହାପରେ ଦେବୀ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ରଥକୁ ବିଜେ କରିବେ । ଶେଷରେ ଗହଳି ଲଗାଇ ରତ୍ନବେଦିରୁ ହଲି ହଲି ରଥକୁ ଆସିବେ କଳା ଠାକୁର ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

15 Jul 2024 By The Sakala

ବାହୁଡ଼ା ଯାତ୍ରା: ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି

ପୁରୀ: ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ ତେବେ ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ । ତେବେ ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର । ଏହାପରେ ଦେବୀ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ରଥକୁ ବିଜେ କରିବେ । ଶେଷରେ ଗହଳି ଲଗାଇ ରତ୍ନବେଦିରୁ ହଲି ହଲି ରଥକୁ ଆସିବେ କଳା ଠାକୁର ।

https://www.thesakala.in/latest-odisha-news/bahuda-yatra-of-holy-trinity-today/article-33647
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର