ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶରଧାବାଲିରେ ଜନସମୁଦ୍ର: ୩ ରଥକୁ ଭକ୍ତିର ସହ ଟାଣି ନେଉଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

The Sakala Picture
Published On

ପୁରୀ: ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଛେରାପହଁରା ପରେ ଆରମ୍ଭ ହୋଇଛି ରଥଟଣା । ମହାରାଜା ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା । ଏହା ପରେ ତିନି ରଥରେ ଅଶ୍ୱ ଯୋଖା ହୋଇଥିଲା । ରଥରେ ଅଶ୍ୱଯୋଖା ହେବା ପରେ ଆରମ୍ଭ ହୋଇଥିଲା ରଥଟଣା । ଶରଧାବାଲିରେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ତାଳଧ୍ୱଜ ରଥ ପ୍ରଥମେ ଶରଧାବାଲିରେ ଗଡ଼ିବା ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ […]

ପୁରୀ: ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଛେରାପହଁରା ପରେ ଆରମ୍ଭ ହୋଇଛି ରଥଟଣା । ମହାରାଜା ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା । ଏହା ପରେ ତିନି ରଥରେ ଅଶ୍ୱ ଯୋଖା ହୋଇଥିଲା । ରଥରେ ଅଶ୍ୱଯୋଖା ହେବା ପରେ ଆରମ୍ଭ ହୋଇଥିଲା ରଥଟଣା । ଶରଧାବାଲିରେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ତାଳଧ୍ୱଜ ରଥ ପ୍ରଥମେ ଶରଧାବାଲିରେ ଗଡ଼ିବା ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଟଣା ଆରମ୍ଭ ହୋଇଥିଲା । ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଛି । ତିନିଠାକୁରଙ୍କ ରଥ ଦଉଡି ଛୁଇଁବା ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳୁଛି । ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି ।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

28 Jun 2023 By The Sakala

ଶରଧାବାଲିରେ ଜନସମୁଦ୍ର: ୩ ରଥକୁ ଭକ୍ତିର ସହ ଟାଣି ନେଉଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ

ପୁରୀ: ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଛେରାପହଁରା ପରେ ଆରମ୍ଭ ହୋଇଛି ରଥଟଣା । ମହାରାଜା ଗଜପତି ଦିବ୍ୟସିଂହ ଦେବ ତିନି ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା । ଏହା ପରେ ତିନି ରଥରେ ଅଶ୍ୱ ଯୋଖା ହୋଇଥିଲା । ରଥରେ ଅଶ୍ୱଯୋଖା ହେବା ପରେ ଆରମ୍ଭ ହୋଇଥିଲା ରଥଟଣା । ଶରଧାବାଲିରେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ତାଳଧ୍ୱଜ ରଥ ପ୍ରଥମେ ଶରଧାବାଲିରେ ଗଡ଼ିବା ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଟଣା ଆରମ୍ଭ ହୋଇଥିଲା । ଶେଷରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଛି । ତିନିଠାକୁରଙ୍କ ରଥ ଦଉଡି ଛୁଇଁବା ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳୁଛି । ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶରଧାବାଲି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର