ବିପଦ ସଙ୍କେତ ଟପିଲା ବୈତରଣୀ, ମୋଟ ୨୮ଟି ଗେଟ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସିତ

The Sakala Picture
Published On

ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ପୁଣି ବଢ଼ିଲା ହୀରାକୁଦର ଜଳସ୍ତର । ହୀରାକୁଦରେ ଜଳସ୍ତର ବଢୁଥିବାରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଆଉ ୪ଟି ଗେଟ୍ ଖୋଲିଛି । ଆଉ ୪ଟି ଗେଟ୍ ଖୋଲାଯାଇଛି । ଫଳରେ ବର୍ତ୍ତମାନ ହୀରାକୁଦରୁ ୨୮ଟି ଗେଟି ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମ ପଟେ ୨୦ ଓ ଡାହାଣ ପଟେ ୮ଟି ଗେଟ୍ ଖୋଲା ହୋଇଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ବିପଦ ସଙ୍କେତ ଉପରେ ପ୍ରବାହିତ […]

ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ପୁଣି ବଢ଼ିଲା ହୀରାକୁଦର ଜଳସ୍ତର । ହୀରାକୁଦରେ ଜଳସ୍ତର ବଢୁଥିବାରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଆଉ ୪ଟି ଗେଟ୍ ଖୋଲିଛି । ଆଉ ୪ଟି ଗେଟ୍ ଖୋଲାଯାଇଛି । ଫଳରେ ବର୍ତ୍ତମାନ ହୀରାକୁଦରୁ ୨୮ଟି ଗେଟି ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମ ପଟେ ୨୦ ଓ ଡାହାଣ ପଟେ ୮ଟି ଗେଟ୍ ଖୋଲା ହୋଇଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀର ଜଳସ୍ତର । ଲଗାଣ ବର୍ଷା ଛାଡିଛି, ହେଲେ ଏଵେ ଵି ବୈତରଣୀ ଓ ସାଳନ୍ଦୀ ନଦୀ ଫୁଲିବାରେ ଲାଗିଛି । ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ 17.83 ମିଟର ରହିଥିବା ବେଳେ ଦିନ 12 ଟା ସୁଦ୍ଧା 17.88 ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ସେହିପରି ସାଳନ୍ଦୀ ନଦୀରେ ମଧ୍ୟ ଜଳସ୍ତର ବଢିବାରେ ଲାଗିଛି । ବୈତରଣୀ ଓ ସାଳନ୍ଦୀ ନଦୀର ଶାଖା ନଦୀ ରେବ, କପାଳୀ, ଗେଙ୍ଗୁଟି, କୋଚିଳା, ଯଅ ନଦୀର ଜଳସ୍ତର ବଢିଛି। ସମସ୍ତ ନାଳ, ଖାଲ ପୋଖରୀ, ଗାଢିଆ ଓ ଚାଷ ଜମିରେ ଏବେ ପାଣି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଯଦି ଆଜିଠାରୁ ଆରମ୍ଭ ହେଉଥିବା ଲଘୁଚାପର ପ୍ରଭାବ ରୁହେ, ଵର୍ଷାର ମାତ୍ରା ବଢେ ତେବେ ନିଶ୍ଚିତ ବନ୍ୟା ପରିସ୍ଥିତି ଦେଖାଦେବ। ଭଦ୍ରକ ଜିଲ୍ଲାର ୭ଟି ବ୍ଲକ ମଧ୍ୟରୁ ଚାନ୍ଦବାଲି, ତିହିଡି, ଧାମନଗର, ଭଣ୍ଡାରିପୋଖରୀ ବ୍ଲକ ର ତଳିଆ ଅଞ୍ଚଳ ପ୍ରଭାବିତ ହେବ। ସେହିପରି ଭଦ୍ରକ ବ୍ଲକ ଓ ଵନ୍ତ ଵ୍ଲକର ମଧ୍ୟ ଏହାର ଆଂଶିକ ପ୍ରଭାବ ରହିବ। ଚାଷ ଜମିରେ ବର୍ଷା ଜଳ ଜମି ରହିଥିବାରୁ, ଧାନ ତଳି ନଷ୍ଟ ହେବା ଆଶଙ୍କାରେ ଚାଷୀ କୂଳ ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

13 Aug 2022 By The Sakala

ବିପଦ ସଙ୍କେତ ଟପିଲା ବୈତରଣୀ, ମୋଟ ୨୮ଟି ଗେଟ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ପୁଣି ବଢ଼ିଲା ହୀରାକୁଦର ଜଳସ୍ତର । ହୀରାକୁଦରେ ଜଳସ୍ତର ବଢୁଥିବାରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଆଉ ୪ଟି ଗେଟ୍ ଖୋଲିଛି । ଆଉ ୪ଟି ଗେଟ୍ ଖୋଲାଯାଇଛି । ଫଳରେ ବର୍ତ୍ତମାନ ହୀରାକୁଦରୁ ୨୮ଟି ଗେଟି ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମ ପଟେ ୨୦ ଓ ଡାହାଣ ପଟେ ୮ଟି ଗେଟ୍ ଖୋଲା ହୋଇଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀର ଜଳସ୍ତର । ଲଗାଣ ବର୍ଷା ଛାଡିଛି, ହେଲେ ଏଵେ ଵି ବୈତରଣୀ ଓ ସାଳନ୍ଦୀ ନଦୀ ଫୁଲିବାରେ ଲାଗିଛି । ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ 17.83 ମିଟର ରହିଥିବା ବେଳେ ଦିନ 12 ଟା ସୁଦ୍ଧା 17.88 ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ସେହିପରି ସାଳନ୍ଦୀ ନଦୀରେ ମଧ୍ୟ ଜଳସ୍ତର ବଢିବାରେ ଲାଗିଛି । ବୈତରଣୀ ଓ ସାଳନ୍ଦୀ ନଦୀର ଶାଖା ନଦୀ ରେବ, କପାଳୀ, ଗେଙ୍ଗୁଟି, କୋଚିଳା, ଯଅ ନଦୀର ଜଳସ୍ତର ବଢିଛି। ସମସ୍ତ ନାଳ, ଖାଲ ପୋଖରୀ, ଗାଢିଆ ଓ ଚାଷ ଜମିରେ ଏବେ ପାଣି।

ଯଦି ଆଜିଠାରୁ ଆରମ୍ଭ ହେଉଥିବା ଲଘୁଚାପର ପ୍ରଭାବ ରୁହେ, ଵର୍ଷାର ମାତ୍ରା ବଢେ ତେବେ ନିଶ୍ଚିତ ବନ୍ୟା ପରିସ୍ଥିତି ଦେଖାଦେବ। ଭଦ୍ରକ ଜିଲ୍ଲାର ୭ଟି ବ୍ଲକ ମଧ୍ୟରୁ ଚାନ୍ଦବାଲି, ତିହିଡି, ଧାମନଗର, ଭଣ୍ଡାରିପୋଖରୀ ବ୍ଲକ ର ତଳିଆ ଅଞ୍ଚଳ ପ୍ରଭାବିତ ହେବ। ସେହିପରି ଭଦ୍ରକ ବ୍ଲକ ଓ ଵନ୍ତ ଵ୍ଲକର ମଧ୍ୟ ଏହାର ଆଂଶିକ ପ୍ରଭାବ ରହିବ। ଚାଷ ଜମିରେ ବର୍ଷା ଜଳ ଜମି ରହିଥିବାରୁ, ଧାନ ତଳି ନଷ୍ଟ ହେବା ଆଶଙ୍କାରେ ଚାଷୀ କୂଳ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର