ବଳଙ୍ଗା ଥାନା ବିସ୍ଫୋରଣ ଘଟଣା: ଏସଆଇ ନିଲମ୍ବିତ

The Sakala Picture
Published On

ପୁରୀ: ପିପିଲି ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ଏସଆଇ ତଅପୋଇ ନାୟକଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ତଅପୋଇଙ୍କୁ ନିଲମ୍ବନ କରିଛନ୍ତି ପୁରୀ ଏସପି । କର୍ତ୍ତବ୍ୟରେ ଅବହେଳା ପାଇଁ କଲେ ନିଲମ୍ବନ । ମାଲଖାନା ଦାୟିତ୍ୱରେ ଥିଲେ ତଅପୋଇ ନାୟକ । ପ୍ରାଥମିକ ପର୍ଯ୍ଯାୟ ତଦନ୍ତ ପରେ ନିଲମ୍ୱିତ କରାଯାଇଥିବା ନେଇ ପିପିଲି ଏସଡିପିଓ ଦେବଦତ୍ତ ବରାଳ ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ, ୨୭ ତାରିଖ ବିଳମ୍ୱିତ ରାତିରେ ଥାନାରେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା […]

ପୁରୀ: ପିପିଲି ବଳଙ୍ଗା ଥାନା ବିସ୍ଫୋରଣ ଘଟଣାରେ ଏସଆଇ ତଅପୋଇ ନାୟକଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ତଅପୋଇଙ୍କୁ ନିଲମ୍ବନ କରିଛନ୍ତି ପୁରୀ ଏସପି । କର୍ତ୍ତବ୍ୟରେ ଅବହେଳା ପାଇଁ କଲେ ନିଲମ୍ବନ । ମାଲଖାନା ଦାୟିତ୍ୱରେ ଥିଲେ ତଅପୋଇ ନାୟକ । ପ୍ରାଥମିକ ପର୍ଯ୍ଯାୟ ତଦନ୍ତ ପରେ ନିଲମ୍ୱିତ କରାଯାଇଥିବା ନେଇ ପିପିଲି ଏସଡିପିଓ ଦେବଦତ୍ତ ବରାଳ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ସୂଚନା ଅନୁଯାୟୀ, ୨୭ ତାରିଖ ବିଳମ୍ୱିତ ରାତିରେ ଥାନାରେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା । ଥାନାର ଛାତ ଭୁଶୁଡ଼ିବା ପରେ କାନ୍ଥ ଫାଟିଯାଇଥିଲା । ବିସ୍ଫୋରଣରେ ଥାନା ଭିତରର ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସମେତ, କମ୍ପ୍ୟୁଟର, ଟେବୁଲ, ଚେୟାର ସବୁ ନଷ୍ଟ ହୋଇଯାଇଥିଲା । ତେବେ ଏହି ବିସ୍ଫୋରଣରେ କାହାରି ପ୍ରାଣହାନୀ ଘଟି ନ ଥିଲା।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

 

ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର