ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ ଏପିଓ, ବିଲ୍ କରାଇବା ପାଇଁ ନେଉଥିଲେ ଲାଞ୍ଚ

The Sakala Picture
Published On

କଣ୍ଟାବାଞ୍ଜି: ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକର ଏପିଓ ସୁଶାନ୍ତ ଦାସ । ଜଣଙ୍କ ବିଲ କରିବାକୁ ୪୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରପଡିଛନ୍ତି ସୁଶାନ୍ତ। ଏହାପରେ ବଙ୍ଗୋମୁଣ୍ଡା ଅସୁଲ୍ହା ଗାଁରେ ଥିବା ତାଙ୍କର ବାସଭବନ ଓ ମୁରିବାହାଲ ବ୍ଲକ କାର୍ଯ୍ୟଳୟରେ ବରଗଡ଼ ଭିଜିଲାନ୍ସ ଟିମର ଚଢାଉ କରିଛି। ବରଗଡ଼ ଭିଜିଲାନ୍ସ ଡିଏସପି ସତ୍ୟବାନ୍ ମହାନନ୍ଦଙ୍କ ନେତୃତ୍ବରେ ଭିଜିଲାନ୍ସ ଟିମର ଚଢାଉ ଜାରି ରହିଛି।

ଆହୁରି ପଢ଼ନ୍ତୁ: ବାହାର ରାଜ୍ୟର ୧୦ ବର୍ଷରୁ ଅଧିକ ପୁରୁଣା ବାଣିଜ୍ୟିକ ଗାଡ଼ି ଉପରେ କଟକଣା, ନୂଆ ପରମିଟ୍ ପ୍ରଦାନ ନ କରିବାକୁ ନିଷ୍ପତ୍ତି

07 Oct 2022 By The Sakala

ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକ ଏପିଓ, ବିଲ୍ କରାଇବା ପାଇଁ ନେଉଥିଲେ ଲାଞ୍ଚ

କଣ୍ଟାବାଞ୍ଜି: ଭିଜିଲାନ୍ସ ଜାଲରେ ମୁରିବାହାଲ ବ୍ଲକର ଏପିଓ ସୁଶାନ୍ତ ଦାସ । ଜଣଙ୍କ ବିଲ କରିବାକୁ ୪୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରପଡିଛନ୍ତି ସୁଶାନ୍ତ। ଏହାପରେ ବଙ୍ଗୋମୁଣ୍ଡା ଅସୁଲ୍ହା ଗାଁରେ ଥିବା ତାଙ୍କର ବାସଭବନ ଓ ମୁରିବାହାଲ ବ୍ଲକ କାର୍ଯ୍ୟଳୟରେ ବରଗଡ଼ ଭିଜିଲାନ୍ସ ଟିମର ଚଢାଉ କରିଛି। ବରଗଡ଼ ଭିଜିଲାନ୍ସ ଡିଏସପି ସତ୍ୟବାନ୍ ମହାନନ୍ଦଙ୍କ ନେତୃତ୍ବରେ ଭିଜିଲାନ୍ସ ଟିମର ଚଢାଉ ଜାରି ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର