ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

The Sakala Picture
Published On

ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି। ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌। ଏହି ରେଡ୍‌ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ […]

ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି। ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌। ଏହି ରେଡ୍‌ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲ୍ଲାର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢାଉ ହେଉଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

03 Jul 2025 By The Sakala

ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି। ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌। ଏହି ରେଡ୍‌ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲ୍ଲାର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢାଉ ହେଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର