ସଇଁତଳାରେ ଡେଙ୍ଗୁ ଆତଙ୍କ, ଚିହ୍ନଟ ହେଲେଣି ୧୪ ଆକ୍ରାନ୍ତ

The Sakala Picture
Published On

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସଇଁତଳା ସହରରେ ଡେଙ୍ଗୁ ଆତଙ୍କ । କିଛି ଦିନ ତଳେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଲାଣି।  ୧୪ ଜଣକ ମଧ୍ୟରୁ ୧୧ ଜଣଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଏହା ଯେପରି ଅଧିକ ନ ବ୍ୟାପେ ସେଥିନିମନ୍ତେ  ସେମାନଙ୍କୁ ଆଇସୋଲେସନରେ ରଖା ଯାଇଛି। ଆଜି ସକାଳୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜରୁ ଏକ ଡ଼ାକ୍ତରୀ ଟିମ ଆସି […]

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସଇଁତଳା ସହରରେ ଡେଙ୍ଗୁ ଆତଙ୍କ । କିଛି ଦିନ ତଳେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଲାଣି।  ୧୪ ଜଣକ ମଧ୍ୟରୁ ୧୧ ଜଣଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଏହା ଯେପରି ଅଧିକ ନ ବ୍ୟାପେ ସେଥିନିମନ୍ତେ  ସେମାନଙ୍କୁ ଆଇସୋଲେସନରେ ରଖା ଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍‌ସିକ୍ ଲ୍ୟାବ୍‌ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ

ଆଜି ସକାଳୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜରୁ ଏକ ଡ଼ାକ୍ତରୀ ଟିମ ଆସି ସହରର ବିଭିନ୍ନ ପଡ଼ାରେ ବୁଲି ଲୋକଙ୍କୁ ସଚେତନ କରିଥିଲେ। ଏଥିସହ ୧୧ ରୋଗୀଙ୍କୁ ତୁରନ୍ତ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି।  ଅନ୍ୟପଟେ ସଇଁତଳା ହସ୍ପିଟାଲରୁ ମଧ୍ୟ ଏକ ଟିମ୍‌ ଗାଁରେ ଘରକୁ ଘର ବୁଲି ଡେଙ୍ଗୁ ଲକ୍ଷଣ ଦେଖା ଦେଉଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରୁଛନ୍ତି।

ଆହୁରି ପଢ଼ନ୍ତୁ: ଅନୁଗୋଳ ଗଣଦୁଷ୍କର୍ମ ମାମଲା: ୪ ଅଭିଯୁକ୍ତଙ୍କୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର କୋର୍ଟ

05 Jul 2024 By The Sakala

ସଇଁତଳାରେ ଡେଙ୍ଗୁ ଆତଙ୍କ, ଚିହ୍ନଟ ହେଲେଣି ୧୪ ଆକ୍ରାନ୍ତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ସଇଁତଳା ସହରରେ ଡେଙ୍ଗୁ ଆତଙ୍କ । କିଛି ଦିନ ତଳେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଲାଣି।  ୧୪ ଜଣକ ମଧ୍ୟରୁ ୧୧ ଜଣଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଏହା ଯେପରି ଅଧିକ ନ ବ୍ୟାପେ ସେଥିନିମନ୍ତେ  ସେମାନଙ୍କୁ ଆଇସୋଲେସନରେ ରଖା ଯାଇଛି।

ଆଜି ସକାଳୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜରୁ ଏକ ଡ଼ାକ୍ତରୀ ଟିମ ଆସି ସହରର ବିଭିନ୍ନ ପଡ଼ାରେ ବୁଲି ଲୋକଙ୍କୁ ସଚେତନ କରିଥିଲେ। ଏଥିସହ ୧୧ ରୋଗୀଙ୍କୁ ତୁରନ୍ତ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି।  ଅନ୍ୟପଟେ ସଇଁତଳା ହସ୍ପିଟାଲରୁ ମଧ୍ୟ ଏକ ଟିମ୍‌ ଗାଁରେ ଘରକୁ ଘର ବୁଲି ଡେଙ୍ଗୁ ଲକ୍ଷଣ ଦେଖା ଦେଉଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର