ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ

The Sakala Picture
Published On

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଗଣପତି ପୁରୋହିତଙ୍କ ବଲାଙ୍ଗିର ପେଲେସଲାଇନ୍ ବାସଭବନ ସମେତ ସମ୍ପର୍କୀୟ ଓ ଅନ୍ୟାନ୍ୟ ସ୍ଥାରେ ରେଡ୍ ହୋଇଛି । ବର୍ତ୍ତମାନ ସୁଦ୍ଧା ନଗଦ ଟଙ୍କା, ସୁନା ଗହଣା, ବ୍ୟାଙ୍କ ଜମା ସହ ଚାରୋଟି ମୂଲ୍ୟବାନ କୋଠା ଠାବ ହୋଇଥିବା ଭିଜିଲାନ୍ସ ପକ୍ଷରୁ […]

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଗଣପତି ପୁରୋହିତଙ୍କ ବଲାଙ୍ଗିର ପେଲେସଲାଇନ୍ ବାସଭବନ ସମେତ ସମ୍ପର୍କୀୟ ଓ ଅନ୍ୟାନ୍ୟ ସ୍ଥାରେ ରେଡ୍ ହୋଇଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବର୍ତ୍ତମାନ ସୁଦ୍ଧା ନଗଦ ଟଙ୍କା, ସୁନା ଗହଣା, ବ୍ୟାଙ୍କ ଜମା ସହ ଚାରୋଟି ମୂଲ୍ୟବାନ କୋଠା ଠାବ ହୋଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ଗଣପତି ପୁରୋହିତ ଟିଟିଲାଗଡ଼ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ଭାରପ୍ରାପ୍ତ ଅଧିକ୍ଷକ ଭାବେ କାର୍ୟ୍ୟ କରି ଗତ ବର୍ଷ ମେ’ ମାସରେ ଅବସର ଗ୍ରହଣ କରିଛନ୍ତି । ତାଙ୍କ ନାଁରେ ପଣ୍ୟାଗାର ନିଗମରୁ କୋଟି କୋଟି ଟଙ୍କାର ଚାଉଳ ହେରଫେର କରିଥିବା ଅଭିଯୋଗ ମଧ୍ଯ ରହିଛି । ପୂର୍ବରୁ ୨୦୦୯ ମସିହାରେ ମଧ୍ୟ ଗଣପତିଙ୍କ ଉପରେ ଚଢ଼ାଉ କରିଥିଲା ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

08 Jul 2021 By The Sakala

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଗଣପତି ପୁରୋହିତଙ୍କ ବଲାଙ୍ଗିର ପେଲେସଲାଇନ୍ ବାସଭବନ ସମେତ ସମ୍ପର୍କୀୟ ଓ ଅନ୍ୟାନ୍ୟ ସ୍ଥାରେ ରେଡ୍ ହୋଇଛି ।

ବର୍ତ୍ତମାନ ସୁଦ୍ଧା ନଗଦ ଟଙ୍କା, ସୁନା ଗହଣା, ବ୍ୟାଙ୍କ ଜମା ସହ ଚାରୋଟି ମୂଲ୍ୟବାନ କୋଠା ଠାବ ହୋଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି ।

ଗଣପତି ପୁରୋହିତ ଟିଟିଲାଗଡ଼ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ଭାରପ୍ରାପ୍ତ ଅଧିକ୍ଷକ ଭାବେ କାର୍ୟ୍ୟ କରି ଗତ ବର୍ଷ ମେ’ ମାସରେ ଅବସର ଗ୍ରହଣ କରିଛନ୍ତି । ତାଙ୍କ ନାଁରେ ପଣ୍ୟାଗାର ନିଗମରୁ କୋଟି କୋଟି ଟଙ୍କାର ଚାଉଳ ହେରଫେର କରିଥିବା ଅଭିଯୋଗ ମଧ୍ଯ ରହିଛି । ପୂର୍ବରୁ ୨୦୦୯ ମସିହାରେ ମଧ୍ୟ ଗଣପତିଙ୍କ ଉପରେ ଚଢ଼ାଉ କରିଥିଲା ଭିଜିଲାନ୍ସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର