ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର, ରାତିସାରା ଗୁରୁତର ଅବସ୍ଥାରେ କାର ଭିତରେ ପଡ଼ି ରହିଥିଲେ ଚାଳକ…

The Sakala Picture
Published On

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା ବେଳପଡା ଥାନା ଅନ୍ତର୍ଗତ ଉଡିଙ୍ଗ ଛକ ଠାରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି କାର। ଦୁର୍ଘଟଣାରେ କାର ମାଲିକ ଗୁରୁତର ଆହତ ହୋଇଛନ୍ତି।  ଗୁରୁତର ଯୁବକ ଜଣକ ହେଉଛନ୍ତି କଣ୍ଟାବାଞ୍ଜିର ବ୍ୟବସାୟୀ ଆଦିତ୍ୟ ଅଗ୍ରୱାଲ। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଆଦିତ୍ୟ କଣ୍ଟାବାଞ୍ଜିରୁ ବେଳପଡ଼ା ଅଭିମୁଖେ ଯାଉଥିଲେ। ଉଡିଙ୍ଗ ଛକ ଠାରେ ନିକଟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। […]

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା ବେଳପଡା ଥାନା ଅନ୍ତର୍ଗତ ଉଡିଙ୍ଗ ଛକ ଠାରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି କାର। ଦୁର୍ଘଟଣାରେ କାର ମାଲିକ ଗୁରୁତର ଆହତ ହୋଇଛନ୍ତି।  ଗୁରୁତର ଯୁବକ ଜଣକ ହେଉଛନ୍ତି କଣ୍ଟାବାଞ୍ଜିର ବ୍ୟବସାୟୀ ଆଦିତ୍ୟ ଅଗ୍ରୱାଲ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଆଦିତ୍ୟ କଣ୍ଟାବାଞ୍ଜିରୁ ବେଳପଡ଼ା ଅଭିମୁଖେ ଯାଉଥିଲେ। ଉଡିଙ୍ଗ ଛକ ଠାରେ ନିକଟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ। ଆଜି ସକାଳେ ସ୍ଥାନୀୟଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ କଟର ସାହାଯ୍ୟରେ କାଟି ଆଦିତ୍ୟଙ୍କୁ ଉଦ୍ଧାର କରିଥିଲେ। ଆଦିତ୍ୟଙ୍କ ମୁଣ୍ଡରେ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

19 Nov 2024 By The Sakala

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର, ରାତିସାରା ଗୁରୁତର ଅବସ୍ଥାରେ କାର ଭିତରେ ପଡ଼ି ରହିଥିଲେ ଚାଳକ…

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା ବେଳପଡା ଥାନା ଅନ୍ତର୍ଗତ ଉଡିଙ୍ଗ ଛକ ଠାରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି କାର। ଦୁର୍ଘଟଣାରେ କାର ମାଲିକ ଗୁରୁତର ଆହତ ହୋଇଛନ୍ତି।  ଗୁରୁତର ଯୁବକ ଜଣକ ହେଉଛନ୍ତି କଣ୍ଟାବାଞ୍ଜିର ବ୍ୟବସାୟୀ ଆଦିତ୍ୟ ଅଗ୍ରୱାଲ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଆଦିତ୍ୟ କଣ୍ଟାବାଞ୍ଜିରୁ ବେଳପଡ଼ା ଅଭିମୁଖେ ଯାଉଥିଲେ। ଉଡିଙ୍ଗ ଛକ ଠାରେ ନିକଟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ରାତିସାରା ଆଦିତ୍ୟ ଗୁରୁତର ଅବସ୍ଥାରେ କାର୍ ଭିତରେ ପଡ଼ି ରହିଥିଲେ। ଆଜି ସକାଳେ ସ୍ଥାନୀୟଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ କଟର ସାହାଯ୍ୟରେ କାଟି ଆଦିତ୍ୟଙ୍କୁ ଉଦ୍ଧାର କରିଥିଲେ। ଆଦିତ୍ୟଙ୍କ ମୁଣ୍ଡରେ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp