ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ: ଆୟଠାରୁ ୮୦ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ ମାମଲାରେ ଗିରଫ

The Sakala Picture
Published On

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଅଟକ କୋଟିପତି କିରାଣିଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ। ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକର ବରିଷ୍ଠ କିରାଣି ରବୀନ୍ଦ୍ର କୁମାର ମହାନ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ଏ ନେଇ ସୂଚନା ଦେଇଛନ୍ତି ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି ସଦାନନ୍ଦ ପାଣି । ଆୟଠାରୁ ୮୦ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । […]

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଅଟକ କୋଟିପତି କିରାଣିଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ। ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକର ବରିଷ୍ଠ କିରାଣି ରବୀନ୍ଦ୍ର କୁମାର ମହାନ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ଏ ନେଇ ସୂଚନା ଦେଇଛନ୍ତି ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି ସଦାନନ୍ଦ ପାଣି । ଆୟଠାରୁ ୮୦ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଗତକାଲି ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ରବୀନ୍ଦ୍ରଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ଗୁଡଭେଲା ବ୍ଲକ ଅନ୍ତର୍ଗତ ଡାହିମାଲ ନିକଟ ଡୁଙ୍ଗୁରିପାଲି ଗାଁରେ ଥିବା ରବୀନ୍ଦ୍ରଙ୍କ ପୈତୃକ ଘର, ତୁଷୁରାରେ ଥିବା ଘର, ବଲାଙ୍ଗୀର ସାଗରପଡାରେ ଥିବା ଦୁଇ ମହଲା କୋଠା ସମେତ ପୁଇଁତଳା ବ୍ଲକ କାର୍ୟ୍ୟାଳୟ ଓ ସ୍ତ୍ରୀ ମେଘମାଳା ପଟ୍ଟନାୟକଙ୍କ ସ୍କୁଲ କାର୍ୟ୍ୟାଳୟରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ୧ କୋଟି ୬୮ଲକ୍ଷ, ୬୯ହଜାର, ୯୯୩ ଟଙ୍କାର ସମ୍ପତ୍ତି ଠାବ କରାଯାଇଛି । ଏଥିମଧ୍ୟରୁ ପ୍ରାୟ ୯୯ ଲକ୍ଷ ଟଙ୍କା ଆୟ ବର୍ହିଭୂତ ସମ୍ପତ୍ତି ରହିଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: କେବଳ ଅନ୍ତର୍ଜାତୀୟ ମହିଳା ଦିବସ ନୁହେଁ ମହିଳାମାନଙ୍କୁ ପ୍ରତ୍ୟେକ ଦିନ ସମ୍ମାନ ଦିଆଯିବା ଦରକାର: ଶୁଭାଶିଷ୍‌

08 Aug 2021 By The Sakala

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ: ଆୟଠାରୁ ୮୦ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ ମାମଲାରେ ଗିରଫ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଅଟକ କୋଟିପତି କିରାଣିଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ। ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକର ବରିଷ୍ଠ କିରାଣି ରବୀନ୍ଦ୍ର କୁମାର ମହାନ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ଏ ନେଇ ସୂଚନା ଦେଇଛନ୍ତି ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପି ସଦାନନ୍ଦ ପାଣି । ଆୟଠାରୁ ୮୦ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି ।

ଗତକାଲି ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ରବୀନ୍ଦ୍ରଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ଗୁଡଭେଲା ବ୍ଲକ ଅନ୍ତର୍ଗତ ଡାହିମାଲ ନିକଟ ଡୁଙ୍ଗୁରିପାଲି ଗାଁରେ ଥିବା ରବୀନ୍ଦ୍ରଙ୍କ ପୈତୃକ ଘର, ତୁଷୁରାରେ ଥିବା ଘର, ବଲାଙ୍ଗୀର ସାଗରପଡାରେ ଥିବା ଦୁଇ ମହଲା କୋଠା ସମେତ ପୁଇଁତଳା ବ୍ଲକ କାର୍ୟ୍ୟାଳୟ ଓ ସ୍ତ୍ରୀ ମେଘମାଳା ପଟ୍ଟନାୟକଙ୍କ ସ୍କୁଲ କାର୍ୟ୍ୟାଳୟରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ୧ କୋଟି ୬୮ଲକ୍ଷ, ୬୯ହଜାର, ୯୯୩ ଟଙ୍କାର ସମ୍ପତ୍ତି ଠାବ କରାଯାଇଛି । ଏଥିମଧ୍ୟରୁ ପ୍ରାୟ ୯୯ ଲକ୍ଷ ଟଙ୍କା ଆୟ ବର୍ହିଭୂତ ସମ୍ପତ୍ତି ରହିଥିବା ଜଣାପଡ଼ିଛି ।

https://www.thesakala.in/latest-odisha-news/balangir/vigilance-team-arrested-by-bolangir-clerk-allegations-of-non-revenue-assets/article-4468
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର