ଟ୍ରକ-ଟେମ୍ପୋ ମୁହାଁମୁହିଁ ଧକ୍କା: ୨ମୃତ ଓ ୨ ଆହତ

The Sakala Picture
Published On

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଲୁହୁରାପାଲି ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ସହ ଟେମ୍ପୋର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଲରେ ଦୁଇ ଜଣ ଟେମ୍ପୋ ଆରେହୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାର ଆଉ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତମାନେ ଶିଶକେଳା ଗାଁର ହୋଇଥିବା ଜଣାପଡ଼ିଛି […]

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଲୁହୁରାପାଲି ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ସହ ଟେମ୍ପୋର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଲରେ ଦୁଇ ଜଣ ଟେମ୍ପୋ ଆରେହୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାର ଆଉ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତମାନେ ଶିଶକେଳା ଗାଁର ହୋଇଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସୂଚନା ଅନୁଯାୟୀ, ସେମାନେ ଏକ ଟେମ୍ପୋରେ କୁଇକେଡା ମାର୍କେଟକୁ ଆସୁଥିବା ବେଳେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

30 Sep 2021 By The Sakala

ଟ୍ରକ-ଟେମ୍ପୋ ମୁହାଁମୁହିଁ ଧକ୍କା: ୨ମୃତ ଓ ୨ ଆହତ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ଲୁହୁରାପାଲି ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ସହ ଟେମ୍ପୋର ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଲରେ ଦୁଇ ଜଣ ଟେମ୍ପୋ ଆରେହୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାର ଆଉ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତମାନେ ଶିଶକେଳା ଗାଁର ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ସେମାନେ ଏକ ଟେମ୍ପୋରେ କୁଇକେଡା ମାର୍କେଟକୁ ଆସୁଥିବା ବେଳେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

https://www.thesakala.in/latest-odisha-news/balangir/balangir-accident-2death-2-injured/article-5756
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର