ସାପ କାମୁଡାରେ ଭାଇ-ଭଉଣୀଙ୍କ ମୃତ୍ୟୁ

ବଲାଙ୍ଗିର: ବଲାଙ୍ଗିର ସହରରେ ଅଭାବନୀୟ ଘଟଣା। ସାପ କାମୁଡାରେ ଚାଲି ଗଲା ଭାଇ ଭଉଣୀଙ୍କ ଜୀବନ । ବଲାଙ୍ଗିକ ସହରର ମାଲଗୋଦାମ ପଡାର ଅବଦୁଲ ରେହେମାନଙ୍କ ଦୁଇ ପୁଅ ଝିଅଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।  ରାତି ଘରେ ଶୋଇଥିବା ବେଳେ ଏଭଳି ଘଟଣା ଘଟିଛି । ଉଭୟଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ । ମୃତଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

About The Author: The Sakala