ମନୋରଞ୍ଜନ

ହୃଦଘାତରେ ଆଖି ବୁଜିଲେ ବଲିଉଡର 'କ୍ରାନ୍ତିବୀର' ବର୍ଷୀୟାନ ଅଭିନେତା ନାନା ପାଟେକର
ଚେକ୍ ବାଉନ୍ସ ମାମଲା: ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ, ୧.୧୫ କୋଟି ଟଙ୍କା ଜମା କରିବାକୁ ନିର୍ଦ୍ଦେଶ
ଇଣ୍ଡୋନେସିଆରେ ବଲିଉଡ୍ ଅଭିନେତ୍ରୀ ନୁସରତ ଭରୁଚାଙ୍କ ବଡ଼ ଦୁର୍ଘଟଣା: ମେରୁଦଣ୍ଡରେ ଫ୍ରାକ୍ଚର, ଏୟାର ଆମ୍ବୁଲାନ୍ସରେ ଫେରିବେ ଭାରତ
ଏଆଇ କମ୍ପାନୀ ବିରୋଧରେ କୋର୍ଟରେ ପହଞ୍ଚିଲେ ଉର୍ବଶୀ ରୌତେଲା, ମାଗିଲେ ୭୦୦୦ କୋଟି ଟଙ୍କାର କ୍ଷତିପୂରଣ
ବଲିଉଡ୍ ଅଭିନେତା ମୁସ୍ତାକ ଖାନଙ୍କ ପରଲୋକ, ୫୭ ବର୍ଷ ବୟସରେ କ୍ୟାନ୍‌ସରରେ ଆଖି ବୁଜିଲେ ଅଭିନେତା
ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ପାଇଲେ ୟାମି ଗୌତମ; କହିଲେ, ‘ଏବେ ବି ନିଜକୁ ନୂଆ କଳାକାର ଭଳି ଲାଗୁଛି’

ଜୀବନଚର୍ଯ୍ୟା

କ'ଣ ଜୁମ୍ବା ପ୍ରକୃତରେ ଏକ ଫୁଲ୍-ବଡି ୱାର୍କଆଉଟ୍ ହୋଇପାରେ? ଜାଣନ୍ତୁ ଫିଟନେସ୍ ବିଶେଷଜ୍ଞଙ୍କ ମତ
ଦିନ ତମାମ ପରିଶ୍ରମ ପରେ ଶାନ୍ତିରେ ଶୋଇବା ପାଇଁ ଅସୁବିଧା ହେଉଛି କି? ଶୋଇବା ପୂର୍ବରୁ କରନ୍ତୁ ଏହି ସହଜ ଯୋଗାସନ
କେଶ ଝଡ଼ିବା ସମସ୍ୟାରୁ ମୁକ୍ତି ଦେବ ପିଆଜ ଚୋପା, ଜାଣନ୍ତୁ କଳା ଏବଂ ଘନ କେଶ ପାଇଁ ଏହାର ବ୍ୟବହାର
ଲିଭର ପାଇଁ ବରଦାନ ସାଜିବ କଫି: ୧୩ ବର୍ଷର ରିସର୍ଚ୍ଚରୁ ମିଳିଲା ବଡ଼ ଖୁସି ଖବର
ମଦ୍ୟପାନକୁ 'ନା' କହୁଛି ଆଜିର ଯୁବପିଢ଼ି: ସ୍ୱାସ୍ଥ୍ୟ ଓ ମାନସିକ ଶାନ୍ତି ପାଇଁ ବଦଳୁଛି ଜୀବନଶୈଳୀ
ଗର୍ଭାବସ୍ଥାର ତୃତୀୟ ତ୍ରୈମାସିକରେ ନିଦ୍ରାହୀନତା ସମସ୍ୟା ଦେଖାଦେଉଛି କି? ଜାଣନ୍ତୁ ବିଶେଷଜ୍ଞ ଡାକ୍ତର ସୁଶ୍ରୁତା ମୋକଦମ୍‌ଙ୍କ ପରାମର୍ଶ

ବଲାଙ୍ଗୀର

ବଲାଙ୍ଗୀର ଜିଲ୍ଲା ଭୋଇପାଲି ଗ୍ରାମରେ ବିଶ୍ୱକର୍ମା ପୂଜା ଆୟୋଜିତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଅଗଲପୁର ବ୍ଲକ ଅନ୍ତର୍ଗତ ଭୋଇପାଲି ଗ୍ରାମରେ ବିଶ୍ୱକର୍ମା ପୂଜା ଆୟୋଜିତ ହୋଇଛି । ସକାଳ ୧୦ଟା ୩୦ ମିନିଟରେ ପୂଜାର ଶୁଭାରମ୍ଭ ହୋଇଛି। ଏହି ଅବସରରେ ରାତିରେ ଦୁଇଟି କୀର୍ତ୍ତନ ପାର୍ଟି ପକ୍ଷରୁ ବୈଠକୀ କୀର୍ତ୍ତନ ଆୟୋଜନ କରାଯିବ। ଭୋଇପାଲି ଗ୍ରାମରେ ପ୍ରତିବର୍ଷ ବିଶ୍ୱକର୍ମା ପୂଜା ଅବସରରେ ଗୀତ, କୀର୍ତ୍ତନ ବୈଠକୀ,...
ବଲାଙ୍ଗୀର 

ବଲାଙ୍ଗୀରରେ ନୂଆଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ: ସେପ୍ଟେମ୍ବର ୧୫ରେ ହେବ ନବାନ୍ନ ଲାଗି

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ କରାଯାଇଛି। ବଲାଙ୍ଗିର ଜିଲ୍ଲାରେ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ଏହି ମହାନ କୃଷିଭିତ୍ତିକ ପର୍ବ ମହାସମାରୋହରେ ପାଳନ କରାଯିବ। ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସ ପକ୍ଷରୁ ଏହି ଶୁଭ ଲଗ୍ନ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି। ସ୍ଥିରୀକୃତ ଲଗ୍ନ ଅନୁଯାୟୀ, ସକାଳ ୯ଟା ୩୬...
ଓଡ଼ିଶା  ବଲାଙ୍ଗୀର 

ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ବଲାଙ୍ଗୀର: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ । ମାଟି କାମ ଚାଲିଥିବା ସ୍ଥାନରେ ମୁହାଁମୁଁହି ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିବା ଦେଖିବାକୁ ମିଳିଛି। ପରିତ୍ୟକ୍ତ ଅବସ୍ଥାରେ ଥିବା ସହରର ୧୧ଟି ବନ୍ଧର ପୁନରୁଦ୍ଧାର ବଲାଙ୍ଗୀର ପୌରପରିଷଦ ପକ୍ଷରୁ କରାଯାଉଥିବା ବେଳେ, ଏହାକୁ ନେଇ ନଗର...
ଓଡ଼ିଶା  ବଲାଙ୍ଗୀର 

ବଲାଙ୍ଗିରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ: ଆସନ୍ତା ୧୮ରୁ ୨୧ ଯାଏଁ ସମସ୍ତ ସ୍କୁଲ ଛୁଟି ଘୋଷଣା

ବଲାଙ୍ଗିର ଜିଲ୍ଲାରେ ପ୍ରବଳ ଖରା ଏବଂ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ଏପ୍ରିଲ ୧୮ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ବଲାଙ୍ଗିର ଜିଲ୍ଲାପାଳ। ବର୍ତ୍ତମାନର ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଆଗାମୀ ଖରାଛୁଟି ନେଇ...
ଓଡ଼ିଶା  ବଲାଙ୍ଗୀର 

ସ୍ୱାମୀ ସାଜିଲା ସଇତାନ: ଟଙ୍କା ପାଇଁ ସ୍ତ୍ରୀକୁ ବିକ୍ରି, ୭ ବର୍ଷ ହେଲା ଦୁବାଇରେ ବନ୍ଧା ପଡ଼ିଛନ୍ତି ଓଡ଼ିଆ ମହିଳା

ଟଙ୍କା ଲୋଭରେ ସ୍ୱାମୀ ନିଜ ସ୍ତ୍ରୀକୁ ବିକ୍ରି କରିଦେଇଥିବା ଭଳି ଏକ ସାଙ୍ଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ଦୀର୍ଘ ୭ ବର୍ଷ ହେବ ଦୁବାଇରେ ବନ୍ଧା ପଡ଼ି ନରକ ଯନ୍ତ୍ରଣା ଭୋଗୁଛନ୍ତି ଜଣେ ଓଡ଼ିଆ ମହିଳା। ପୀଡ଼ିତା ଜଣକ ହେଲେ ହସ୍ତା ବିଶି। ନିଜର ଦୁର୍ଦ୍ଦଶା ବଖାଣି ଏକ ଭିଡିଓ ଜାରି କରିବା ସହ ତାଙ୍କୁ...
ଓଡ଼ିଶା  ବଲାଙ୍ଗୀର 

ପରିଚୟ ଖୋଜୁଛି ଜାତୀୟ ଐତିହ୍ୟ ମାନ୍ୟତା ପାଇଥିବା ବଲାଙ୍ଗିର ରାଣୀପୁର ଝରିଆଲ ପର୍ଯ୍ୟଟନ ସ୍ଥଳ

ବଲାଙ୍ଗିର: ପରିଚୟ ଖୋଜୁଛି ଜାତୀୟ ଐତିହ୍ୟ ମାନ୍ୟତା ପାଇଥିବା ବଲାଙ୍ଗିର ରାଣୀପୁର ଝରିଆଲ ପର୍ଯ୍ୟଟନ ସ୍ଥଳ। ପର୍ଯ୍ୟଟନ କ୍ଷେତ୍ର ବିକାଶର ଅନେକ ସୁଯୋଗ ଥିବା ସତ୍ତେ୍ୱ ଏହି ପୀଠକୁ କେନ୍ଦ୍ର ସରକାର ଯେଉଁଭଳି ଭାବେ ଦୃଷ୍ଟି ଦେବା କଥା ଦେଇ ନ ଥିବା ଅଭିଯୋଗ ହୋଇଛି। ପ୍ରାଚୀନ ଐତିହ୍ୟ, ଶହ ଶହ ବର୍ଷ ଇତିହାସ, ତନ୍ତ୍ର...
ବିଶେଷ  ଓଡ଼ିଶା  ବଲାଙ୍ଗୀର 

ମହିଳାଙ୍କୁ ଦୁଷ୍କର୍ମ ପରେ ଜାଳି ଦେଇଥିବା ସନ୍ଦେହ...

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଗୋଏଲପିଟା ଗାଁ ନିକଟ ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ମହିଳାଙ୍କୁ ଦୁଷ୍କର୍ମ ପରେ ଜାଳି ଦେଇଥିବା ସନ୍ଦେହ। ବର୍ତ୍ତମାନ ସୁଦ୍ଧା ମୃତ ମହିଳାଙ୍କ ପରିଚୟ ମିଳି ପାରି ନାହିଁ । ଘଟଣା ସ୍ଥଳରେ ମହିଳାଙ୍କ ଶାଢୀ ଓ ଚୁଡ଼ି ଏଣେତେଣେ ପଡି ରହିଛି। ଖବର ପାଇ ଦେଓଗାଁ...
ଓଡ଼ିଶା  ବଡ ଖବର  ବଲାଙ୍ଗୀର 

ସହି ପାରିଲାନି ମାଆର ରୋଗ ଯନ୍ତ୍ରଣାର ଦୁଃଖ, କେନାଲକୁ ଡେଇଁ ଜୀବନ ହାରିଲା ପୁଅ...

ସମ୍ୱଲପୁର: ସମାଜରେ ବାପା ମାଆ ପ୍ରତି ପୁଅର ନିର୍ଯାତନା ସବୁବେଳେ ଦେଖିବାକୁ ମିଳିଥାଏ।  ସମ୍ବଲପୁର ବୁର୍ଲାରେ ଏକ ହୃଦୟବିଦାରକ ଘଟଣା ଦେଖିବାକୁ ମିଳିଛି। ଜଣେ ପୁଅ ତା ରୋଗୀଣି ମା’ର ଦୁଃଖ ସହି ନ ପାରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ୍ୟ ପୂର୍ବରୁ ମାଆଙ୍କ ମୋବାଇଲକୁ ଶେଷ ମେସେଜ ମଧ୍ୟ ପଠାଇଛି। ଭିମସାରରେ ଚିକିତ୍ସିତ ହେଉଥିବା...
ଓଡ଼ିଶା  ବଡ ଖବର  ବଲାଙ୍ଗୀର 

ପୁଣି ଉଠିଲା ପଶ୍ଚିମ ଓଡ଼ିଶା‌ରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ସ୍ଥାପନ ଦାବି

ବଲାଙ୍ଗିର : ପୁଣି ଉଠିଲା ହାଇକୋର୍ଟ ବେଞ୍ଚ ସ୍ଥାପନ ଦାବି। ପଶ୍ଚିମ ଓଡ଼ିଶା‌ରେ ହାଇକୋର୍ଟର ଏକ ବେଞ୍ଚ ସ୍ଥାପନ କରିବା ପାଇଁ ଦାବି ଉପସ୍ଥାପନ କରିଛି କୋଶଳ ରାଜ୍ୟ ସମନ୍ୱୟ ସମିତି। ବଲାଙ୍ଗିର ସାମ୍ୱାଦିକ ଭବନଠାରେ ସମିତି ପକ୍ଷରୁ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଆବାହକ ପ୍ରମୋଦ ମିଶ୍ର କହିଛନ୍ତି ଯେ ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ସହ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ଏକ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଉ। ଇତିମଧ୍ୟରେ, ବମ୍ୱେ ହାଇକୋର୍ଟର ଚତୁର୍ଥ ବେଞ୍ଚ […]
ଓଡ଼ିଶା  ବଡ ଖବର  ବଲାଙ୍ଗୀର 

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର : ମା’ର ଶବକୁ ୬ ଘଣ୍ଟା ଜଗିରହିଲା ଝିଅ

ବଲାଙ୍ଗିର : ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜିଲ୍ଲାରେ ପୁଣି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର ସାମ୍ନାକୁ ଆସିଛି। ଶବବାହକ ଗାଡ଼ି ନଥିବାରୁ ଜଣେ ମହିଳାଙ୍କ ଶବ ପ୍ରାୟ ୬ଘଣ୍ଟା ଧରି ହସ୍ପିଟାଲ ଶଯ୍ୟାରେ ପଡ଼ିବା ଭଳି ଅଭାବନୀୟ ଘଟଣା ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଗତକାଲି ଦେଖିବାକୁ ମିଳିଛି। ସୂଚନାନୁସାରେ, ଖପ୍ରାଖୋଲ ବ୍ଲକ୍‌ ବେନ୍ଦେର ଗାଁର ଡିଲେଶ୍ୱରୀ ମାଝୀ ତାଙ୍କର ଜଣେ ସମ୍ପର୍କୀୟ ଭଉଣୀଙ୍କ ସହ ମିଶି ନିଜ ମାଆ ସୂର୍ଯ୍ୟକାନ୍ତିଙ୍କୁ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ। […]
ଓଡ଼ିଶା  ବଡ ଖବର  ବଲାଙ୍ଗୀର 

ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି। ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌। ଏହି ରେଡ୍‌ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ […]
ଓଡ଼ିଶା  ବଡ ଖବର  ବଲାଙ୍ଗୀର 

ସାପ କାମୁଡାରେ ଭାଇ-ଭଉଣୀଙ୍କ ମୃତ୍ୟୁ

ବଲାଙ୍ଗିର: ବଲାଙ୍ଗିର ସହରରେ ଅଭାବନୀୟ ଘଟଣା। ସାପ କାମୁଡାରେ ଚାଲି ଗଲା ଭାଇ ଭଉଣୀଙ୍କ ଜୀବନ । ବଲାଙ୍ଗିକ ସହରର ମାଲଗୋଦାମ ପଡାର ଅବଦୁଲ ରେହେମାନଙ୍କ ଦୁଇ ପୁଅ ଝିଅଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।  ରାତି ଘରେ ଶୋଇଥିବା ବେଳେ ଏଭଳି ଘଟଣା ଘଟିଛି । ଉଭୟଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ । ମୃତଙ୍କ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।
ଓଡ଼ିଶା  ବଲାଙ୍ଗୀର