ମନୋରଞ୍ଜନ
ବାରହା ଶିକାର ପାଇଁ ବସା ଯାଇଥିବା ଫାଶରେ ପଡି ଗାଈ ଚରାଳିଙ୍କ ମୃତ୍ୟୁ
ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ଖର୍ଲିକାନୀର ମିର୍ଧାପଡ଼ା କରଲାବାହଲି ଜଙ୍ଗଲରେ ରବିବାର ଅଘଟଣ ଘଟିଛି । ଗାଈ ଚରାଇବାକୁ ଯାଇଥିବା ବେଳେ ବାରହା ଶିକାର ପାଇଁ ବସା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗାଈ ଚରାଳିଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଖର୍ଲିକାନୀ ଗାଁର ଶେଷ କୁଆଚି ।

ଆହୁରି ପଢ଼ନ୍ତୁ: ବଲାଙ୍ଗୀର ଧନୁଯାତ୍ରାରେ ଅଘଟଣ: ହାତୀ ଆକ୍ରମଣରେ ମାହୁତଙ୍କ ମୃତ୍ୟୁ