ଗ୍ୟାସ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଜଣ ଗୁରୁତର

The Sakala Picture
Published On

ତୁରେକେଲା: ଗ୍ୟାସ ସିଲିଣ୍ଡର ଫାଟି ୬ ଗୁରୁତର । ବଲାଙ୍ଗିର ଜିଲ୍ଲାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ଗୋଟିଏ ପରିବାରର ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବେଲପଡ଼ା ଥାନା କାନୁଟ ଗାଁରେ ଘଟିଛି ଏଭଳି ଅଘଟଣ । ସୂଚନା ଅନୁସାରେ, ସ୍ଥାନୀୟ କାନୁଟ ଗାଁ ଉପର ପଡା ଠାରେ ଘରେ ଟିଭି ଦେଖୁଥିବା ପରେ ଗ୍ୟାସ ସିଲିଣ୍ଡର ଫାଟିଯିବା ଯୋଗୁଁ ଗୋଟିଏ ପରିବାରର ୫ଜଣ ମହିଳା ଓ ଜଣେ ପୁରୁଷ ଜଳିଯାଇଛନ୍ତି। ଯାହାଫଳରେ ୬ଜଣ […]

ତୁରେକେଲା: ଗ୍ୟାସ ସିଲିଣ୍ଡର ଫାଟି ୬ ଗୁରୁତର । ବଲାଙ୍ଗିର ଜିଲ୍ଲାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ଗୋଟିଏ ପରିବାରର ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବେଲପଡ଼ା ଥାନା କାନୁଟ ଗାଁରେ ଘଟିଛି ଏଭଳି ଅଘଟଣ । ସୂଚନା ଅନୁସାରେ, ସ୍ଥାନୀୟ କାନୁଟ ଗାଁ ଉପର ପଡା ଠାରେ ଘରେ ଟିଭି ଦେଖୁଥିବା ପରେ ଗ୍ୟାସ ସିଲିଣ୍ଡର ଫାଟିଯିବା ଯୋଗୁଁ ଗୋଟିଏ ପରିବାରର ୫ଜଣ ମହିଳା ଓ ଜଣେ ପୁରୁଷ ଜଳିଯାଇଛନ୍ତି। ଯାହାଫଳରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ କଣ୍ଟାବାଞ୍ଜି ଡାକ୍ତରଖାନା ଅଣାଯାଇଥିବା ବେଳେ ସମସ୍ତ ବଲାଙ୍ଗିର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟର ସ୍ଥାନାନ୍ତର କରାଯିବ ବୋଲି ଜଣାପଡ଼ିଛି।

10 Feb 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର