ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଲାଗିହେବ ନବାନ୍ନ

The Sakala Picture
Published On

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ । ବଲାଙ୍ଗୀରର ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ପରମ୍ପରା ଅନୁଯାୟୀ ଲଗ୍ନ ଧାର୍ଯ୍ୟ କରାଯାଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀରେ ଇଷ୍ଟଦେବୀଙ୍କ ନିକଟରେ ଲାଗିହେବ ନବାନ୍ନ । ଆସନ୍ତା ସେପ୍ଟେମ୍ବର ୨୦ ତାରିଖ ବୁଧବାର ସକାଳ ୧୦ଟା ୨୮ମିନିଟରୁ ୧୦ଟା ୪୧ ମିନିଟ ମଧ୍ୟରେ ଦେବାଦେବୀଙ୍କ ଠାରେ ନବାନ୍ନ ଲାଗି କରିବେ ବୋଲି ପଣ୍ଡିତ ମାନେ ନିର୍ଦ୍ଧାରିତ କରିଛନ୍ତି । ପାଟଣା ଷ୍ଟେଟ ହାଉସ୍ ହୋଲଡ଼ […]

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ । ବଲାଙ୍ଗୀରର ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ପରମ୍ପରା ଅନୁଯାୟୀ ଲଗ୍ନ ଧାର୍ଯ୍ୟ କରାଯାଇଛି । ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀରେ ଇଷ୍ଟଦେବୀଙ୍କ ନିକଟରେ ଲାଗିହେବ ନବାନ୍ନ । ଆସନ୍ତା ସେପ୍ଟେମ୍ବର ୨୦ ତାରିଖ ବୁଧବାର ସକାଳ ୧୦ଟା ୨୮ମିନିଟରୁ ୧୦ଟା ୪୧ ମିନିଟ ମଧ୍ୟରେ ଦେବାଦେବୀଙ୍କ ଠାରେ ନବାନ୍ନ ଲାଗି କରିବେ ବୋଲି ପଣ୍ଡିତ ମାନେ ନିର୍ଦ୍ଧାରିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପାଟଣା ଷ୍ଟେଟ ହାଉସ୍ ହୋଲଡ଼ ଅଫିସରୁ ବାହାରିଲା ଲଗ୍ନ I ବଲାଙ୍ଗୀର ରାଜ ପୁରୋହିତ ସନ୍ତୋଷ ଦାସ ଏନେଇ ସୂଚନା ଦେଇଛନ୍ତି । ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭାର ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିର ସିଦ୍ଧାନ୍ତ କ୍ରମେ ଏହି ଲଗ୍ନ ଧାର୍ଯ୍ୟ ହୋଇଛି । ଏହି ସମୟରେ ବଲାଙ୍ଗୀରବାସୀ ନୂଆଁଖାଇବେ ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର