ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ

The Sakala Picture
Published On

ବଲାଙ୍ଗୀର: ବଲାଙ୍ଗୀର ରେଡ଼ିଓ ଷ୍ଟେସନ ସାମ୍ନାରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ଯୁବକଙ୍କୁ ଖଣ୍ଡାରେ ଗୋଡେଇ ଗୋଡେଇ ଆକ୍ରମଣ କରିଛନ୍ତି। ଉକ୍ତ ଦୁର୍ବୃତ୍ତମାନେ ମୁହଁରେ ମାସ୍କ ପିନ୍ଧି ଆକ୍ରମଣ କରିଥିଲେ। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ଖବର ପଇ ଟାଉନ୍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ହୋଇଥିବା ଯୁବକଙ୍କ ନାଁ ରାଜା ବୋଲି ଜଣାପଡ଼ିଛି। ରାଜାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ବଲାଙ୍ଗିରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ: ଆସନ୍ତା ୧୮ରୁ ୨୧ ଯାଏଁ ସମସ୍ତ ସ୍କୁଲ ଛୁଟି ଘୋଷଣା

29 Oct 2023 By The Sakala

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ

ବଲାଙ୍ଗୀର: ବଲାଙ୍ଗୀର ରେଡ଼ିଓ ଷ୍ଟେସନ ସାମ୍ନାରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ଯୁବକଙ୍କୁ ଖଣ୍ଡାରେ ଗୋଡେଇ ଗୋଡେଇ ଆକ୍ରମଣ କରିଛନ୍ତି। ଉକ୍ତ ଦୁର୍ବୃତ୍ତମାନେ ମୁହଁରେ ମାସ୍କ ପିନ୍ଧି ଆକ୍ରମଣ କରିଥିଲେ। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ଖବର ପଇ ଟାଉନ୍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ହୋଇଥିବା ଯୁବକଙ୍କ ନାଁ ରାଜା ବୋଲି ଜଣାପଡ଼ିଛି। ରାଜାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର