ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

The Sakala Picture
Published On

ବାଲେଶ୍ବର: ବନ୍ଧାହେଲେ ବାଲେଶ୍ବରର କୁବେର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ ଗିରଫଙ୍କୁ ଗିରଫ କଲା ଭିଜିଲାନ୍ସ । ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ଯନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ୪୬.୪୫ ଲକ୍ଷ […]

ବାଲେଶ୍ବର: ବନ୍ଧାହେଲେ ବାଲେଶ୍ବରର କୁବେର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ ଗିରଫଙ୍କୁ ଗିରଫ କଲା ଭିଜିଲାନ୍ସ । ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ଯନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ୪୬.୪୫ ଲକ୍ଷ ଟଙ୍କା, ୨ଟି କୋଠା, ଫ୍ଲାଟ, ୨ଟି ବେନାମୀ ଫ୍ଲାଟ, ୫ଟି ପ୍ଲଟ୍, ୩.୪୨ କୋଟିର ଜମା, ୫୧୦ ଗ୍ରାମ ସୁନା ଠାବ ହୋଇଛି । ହରିହର ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

21 Sep 2024 By The Sakala

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ବାଲେଶ୍ବର: ବନ୍ଧାହେଲେ ବାଲେଶ୍ବରର କୁବେର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍‌ଭି ହରିହର ରାଓ ଗିରଫଙ୍କୁ ଗିରଫ କଲା ଭିଜିଲାନ୍ସ । ଗତକାଲି ହରିହରଙ୍କ ପୈତୃକ ଘର, ଅଫିସ, ଭୁବନେଶ୍ୱର, ବ୍ରହ୍ମପୁର, ବାଲେଶ୍ୱର, କେନ୍ଦୁଝର ଓ ଫୁଲବାଣୀରେ ଥିବା ଘର ସମେତ ମୋଟ ୧୧ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ଯନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଘରୁ ୪୬.୪୫ ଲକ୍ଷ ଟଙ୍କା, ୨ଟି କୋଠା, ଫ୍ଲାଟ, ୨ଟି ବେନାମୀ ଫ୍ଲାଟ, ୫ଟି ପ୍ଲଟ୍, ୩.୪୨ କୋଟିର ଜମା, ୫୧୦ ଗ୍ରାମ ସୁନା ଠାବ ହୋଇଛି । ହରିହର ଠୁଳ କରିଥିବା ସମ୍ପତ୍ତି ବାବଦରେ ଭିଜିଲାନ୍ସ ତାଙ୍କୁ ପଚରାଉଚରା କରିଥିଲା। ହେଲେ ସେ ସମସ୍ତ ସମ୍ପତ୍ତି ବିଷୟରେ ସନ୍ତୋଷଜନକ ଉତ୍ତର ଦେଇ ପାରି ନଥିଲେ। ଭିଜିଲାନ୍ସ ଆଜି ତାଙ୍କୁ ଗିରଫ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର