ଭିଜିଲାନ୍ସ ଜାଲରେ ବାଲେଶ୍ବର ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କ୍ୟାସିୟର

The Sakala Picture
Published On

ବାଲେଶ୍ବର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାଲେଶ୍ବର ଜିଲ୍ଲା ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କ୍ୟାସିୟର ପ୍ରଦୀପ୍ତ ରାଉତ । ଜଣେ ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଫେରାଇବା ପାଇଁ ୫ ହଜାର ଲାଞ୍ଚ ନେଉଥିବାବେଳେ ପ୍ରଦୀପ୍ତ ରାଉତଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ । ଜଳେଶ୍ବରର ଲୋକନାଥ ଜେନା ନାମକ ଜଣେ ଠିକଦା‌ରଙ୍କ ଠାରୁ ପ୍ରଦୀପ୍ତ ଲାଞ୍ଚ ନେଉଥିଲେ। ବାଲେଶ୍ବର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ କ୍ୟାସିୟରଙ୍କୁ ଗିରଫ କରିବା ସହ ତାଙ୍କ କାର୍ଯ୍ୟାଳୟରେ ଚଢ଼ା‌ଉ କରି […]

ବାଲେଶ୍ବର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାଲେଶ୍ବର ଜିଲ୍ଲା ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କ୍ୟାସିୟର ପ୍ରଦୀପ୍ତ ରାଉତ । ଜଣେ ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଫେରାଇବା ପାଇଁ ୫ ହଜାର ଲାଞ୍ଚ ନେଉଥିବାବେଳେ ପ୍ରଦୀପ୍ତ ରାଉତଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ । ଜଳେଶ୍ବରର ଲୋକନାଥ ଜେନା ନାମକ ଜଣେ ଠିକଦା‌ରଙ୍କ ଠାରୁ ପ୍ରଦୀପ୍ତ ଲାଞ୍ଚ ନେଉଥିଲେ। ବାଲେଶ୍ବର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ କ୍ୟାସିୟରଙ୍କୁ ଗିରଫ କରିବା ସହ ତାଙ୍କ କାର୍ଯ୍ୟାଳୟରେ ଚଢ଼ା‌ଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ୍‌ କରୁଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

13 Mar 2023 By The Sakala

ଭିଜିଲାନ୍ସ ଜାଲରେ ବାଲେଶ୍ବର ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କ୍ୟାସିୟର

ବାଲେଶ୍ବର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବାଲେଶ୍ବର ଜିଲ୍ଲା ଜଳସେଚନ ବିଭାଜନ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କ୍ୟାସିୟର ପ୍ରଦୀପ୍ତ ରାଉତ । ଜଣେ ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଫେରାଇବା ପାଇଁ ୫ ହଜାର ଲାଞ୍ଚ ନେଉଥିବାବେଳେ ପ୍ରଦୀପ୍ତ ରାଉତଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ । ଜଳେଶ୍ବରର ଲୋକନାଥ ଜେନା ନାମକ ଜଣେ ଠିକଦା‌ରଙ୍କ ଠାରୁ ପ୍ରଦୀପ୍ତ ଲାଞ୍ଚ ନେଉଥିଲେ। ବାଲେଶ୍ବର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ କ୍ୟାସିୟରଙ୍କୁ ଗିରଫ କରିବା ସହ ତାଙ୍କ କାର୍ଯ୍ୟାଳୟରେ ଚଢ଼ା‌ଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ୍‌ କରୁଥିବା ଜଣାପଡ଼ିଛି।

https://www.thesakala.in/latest-odisha-news/balasore-lift-irrigation-offices-cashier-in-vigilance-radar/article-19777
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର