ପୋଖରୀରେ ବୁଡ଼ି ୨ ନାବାଳିକା ସାଙ୍ଗଙ୍କ ମୃତ୍ୟୁ

The Sakala Picture
Published On

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଓଡଙ୍ଗି ଗାଁରେ ଅଭବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକା ସାଙ୍ଗଙ୍କ ମୃତ୍ୟୁ ଘଟିଛି। ସକାଳେ ଉଭୟ ଗାଧୋଇବାକୁ ଯାଇଥିବା ବେଳେ ବୁଡି ଯାଇଥିଲେ। ଖବର ପାଇ ଗାଁ ଲୋକେ ଉଦ୍ଧାରକରି ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ଉଭୟଙ୍କ ଆନୁମାନିକ ବୟସ ୧୦ରୁ ୧୨ ବର୍ଷ ବୟସ ହେବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତିଙ୍କ ଗସ୍ତ ନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp