ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବସକୁ ପଛପଟୁ ଧକ୍କା ଦେଲା ଟ୍ରକ; ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟିଲା ବସ୍, ୭ ଯାତ୍ରୀ ଆହତ

The Sakala Picture
Published On

ଜଳେଶ୍ଵର: ବସକୁ ପଛପଟୁ ଧକ୍କାଦେଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୪୦ରୁ ଅଧିକ ଯାତ୍ରୀ । ଟ୍ରକ୍ ଧକ୍କାରେ ଯାତ୍ରୀବାହି ବସ୍ ପ୍ରଧାନ ବସ ଦୁର୍ଘଟଣାଗ୍ରସ୍ତ । NH 60 ଜଳେଶ୍ଵର ଥାନା ଶାନ୍ତିଆ ବାଇପାସ ନିକଟରେ ଘଟିଛି ଦୁର୍ଘଟଣା। ବସକୁ ପଛପଟୁ ଧକ୍କା ଦେଲା ଟ୍ରକ । ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟିଲା ବସ। ଭୁବନେଶ୍ବରରୁ ପଶ୍ଚିମବଙ୍ଗ କଲିକତା ଅଭିମୁଖେ ଯାଉଥିଲା ପ୍ରଧାନ ବସ । ବସରେ ୪୦ରୁ ଉର୍ଦ୍ଧ୍ବ ଯାତ୍ରୀ ବସ୍ ରେ ଯାଉଥିବା […]

ଜଳେଶ୍ଵର: ବସକୁ ପଛପଟୁ ଧକ୍କାଦେଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୪୦ରୁ ଅଧିକ ଯାତ୍ରୀ । ଟ୍ରକ୍ ଧକ୍କାରେ ଯାତ୍ରୀବାହି ବସ୍ ପ୍ରଧାନ ବସ ଦୁର୍ଘଟଣାଗ୍ରସ୍ତ । NH 60 ଜଳେଶ୍ଵର ଥାନା ଶାନ୍ତିଆ ବାଇପାସ ନିକଟରେ ଘଟିଛି ଦୁର୍ଘଟଣା। ବସକୁ ପଛପଟୁ ଧକ୍କା ଦେଲା ଟ୍ରକ । ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟିଲା ବସ। ଭୁବନେଶ୍ବରରୁ ପଶ୍ଚିମବଙ୍ଗ କଲିକତା ଅଭିମୁଖେ ଯାଉଥିଲା ପ୍ରଧାନ ବସ । ବସରେ ୪୦ରୁ ଉର୍ଦ୍ଧ୍ବ ଯାତ୍ରୀ ବସ୍ ରେ ଯାଉଥିବା ସୁଚନା ମିଳିଛି । ୭ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କୁ ଜଳେଶ୍ଵର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି।

ଆହୁରି ପଢ଼ନ୍ତୁ: ଯୁବକଙ୍କୁ ଅବକାରୀ ବିଭାଗର ଥାର୍ଡ ଡିଗ୍ରୀ ଘଟଣା: ଦୁଇ ଅଧିକାରୀଙ୍କୁ ନିଲମ୍ବିତ କଲେ କମିଶନର

14 Jul 2023 By The Sakala

ବସକୁ ପଛପଟୁ ଧକ୍କା ଦେଲା ଟ୍ରକ; ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟିଲା ବସ୍, ୭ ଯାତ୍ରୀ ଆହତ

ଜଳେଶ୍ଵର: ବସକୁ ପଛପଟୁ ଧକ୍କାଦେଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ୪୦ରୁ ଅଧିକ ଯାତ୍ରୀ । ଟ୍ରକ୍ ଧକ୍କାରେ ଯାତ୍ରୀବାହି ବସ୍ ପ୍ରଧାନ ବସ ଦୁର୍ଘଟଣାଗ୍ରସ୍ତ । NH 60 ଜଳେଶ୍ଵର ଥାନା ଶାନ୍ତିଆ ବାଇପାସ ନିକଟରେ ଘଟିଛି ଦୁର୍ଘଟଣା। ବସକୁ ପଛପଟୁ ଧକ୍କା ଦେଲା ଟ୍ରକ । ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟିଲା ବସ। ଭୁବନେଶ୍ବରରୁ ପଶ୍ଚିମବଙ୍ଗ କଲିକତା ଅଭିମୁଖେ ଯାଉଥିଲା ପ୍ରଧାନ ବସ । ବସରେ ୪୦ରୁ ଉର୍ଦ୍ଧ୍ବ ଯାତ୍ରୀ ବସ୍ ରେ ଯାଉଥିବା ସୁଚନା ମିଳିଛି । ୭ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କୁ ଜଳେଶ୍ଵର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର