ବସକୁ ପଛ ପଟୁ ଧକ୍କା ଦେଲା ଆଉ ଏକ ବସ୍, ୧୦ ଯାତ୍ରୀ ଗୁରୁତର
ଜଳେଶ୍ଵର: ତୀର୍ଥଯାତ୍ରୀ ବସକୁ ପଛ ପଟୁ ଧକ୍କା ଦେଲା ଆଉ ଏକ ତୀର୍ଥଯାତ୍ରୀ ବସ୍ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ୬୦ ନମ୍ବର ଜାତୀୟ ରାଜପଥ ଭେଲୋରା ନିକଟରେ ଘଟିଛି ଏହି ସଡକ ଦୂର୍ଘଟଣା। ଘଟଣାସ୍ଥଳରେ ବସ୍ତା ପୋଲିସ ପହଞ୍ଚି ତଦନ୍ତ କରିବା ସହ ଉଭୟ ବସରେ ଥିବା ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ତଳକୁ ପଠାଇବା ପାଇଁ ଚେଷ୍ଟାକରିଛି । ୧୦ ଗୁରୁତରଙ୍କୁ ବସ୍ତା ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି […]
ଜଳେଶ୍ଵର: ତୀର୍ଥଯାତ୍ରୀ ବସକୁ ପଛ ପଟୁ ଧକ୍କା ଦେଲା ଆଉ ଏକ ତୀର୍ଥଯାତ୍ରୀ ବସ୍ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ୬୦ ନମ୍ବର ଜାତୀୟ ରାଜପଥ ଭେଲୋରା ନିକଟରେ ଘଟିଛି ଏହି ସଡକ ଦୂର୍ଘଟଣା। ଘଟଣାସ୍ଥଳରେ ବସ୍ତା ପୋଲିସ ପହଞ୍ଚି ତଦନ୍ତ କରିବା ସହ ଉଭୟ ବସରେ ଥିବା ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ତଳକୁ ପଠାଇବା ପାଇଁ ଚେଷ୍ଟାକରିଛି । ୧୦ ଗୁରୁତରଙ୍କୁ ବସ୍ତା ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଦୁଇଟିଯାକ ବସ୍ ପୁରୀ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି ।