ଆସନ୍ତାକାଲି ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୁଳଡିଆ ଅଭୟାରଣ୍ୟ

The Sakala Picture
Published On

ନୀଳଗିରି: ଆସନ୍ତାକାଲି ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ବାଲେଶ୍ୱର ଜିଲ୍ଲା ନୀଳଗିରିର କୁଳଡିଆ ଅଭୟାରଣ୍ୟ । ସେଥିପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମୂଖ୍ୟ ଗେଟରେ ପର୍ଯ୍ୟଟକ ମାନଙ୍କୁ ସ୍ୱାଗତ କରିବା ସହିତ ମିଠା ଖୁଆଇବେ ବନ କର୍ମଚାରୀ। ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକର୍ଷଣ କରିବା ପାଇଁ ରିଷିଆରେ ବୋଟିଂର ବ୍ୟବସ୍ଥା ସହ ସାଇକଲରେ ବୁଲିପାରିବେ ବୋଲି ପର୍ଯ୍ୟଟକ।  ଏ ନଇ ବନ ବିଭାଗ ପକ୍ଷରୁ […]

ନୀଳଗିରି: ଆସନ୍ତାକାଲି ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ବାଲେଶ୍ୱର ଜିଲ୍ଲା ନୀଳଗିରିର କୁଳଡିଆ ଅଭୟାରଣ୍ୟ । ସେଥିପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମୂଖ୍ୟ ଗେଟରେ ପର୍ଯ୍ୟଟକ ମାନଙ୍କୁ ସ୍ୱାଗତ କରିବା ସହିତ ମିଠା ଖୁଆଇବେ ବନ କର୍ମଚାରୀ। ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକର୍ଷଣ କରିବା ପାଇଁ ରିଷିଆରେ ବୋଟିଂର ବ୍ୟବସ୍ଥା ସହ ସାଇକଲରେ ବୁଲିପାରିବେ ବୋଲି ପର୍ଯ୍ୟଟକ।  ଏ ନଇ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

31 Oct 2023 By The Sakala

ଆସନ୍ତାକାଲି ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୁଳଡିଆ ଅଭୟାରଣ୍ୟ

ନୀଳଗିରି: ଆସନ୍ତାକାଲି ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ବାଲେଶ୍ୱର ଜିଲ୍ଲା ନୀଳଗିରିର କୁଳଡିଆ ଅଭୟାରଣ୍ୟ । ସେଥିପାଇଁ ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ପର୍ଯ୍ୟଟକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମୂଖ୍ୟ ଗେଟରେ ପର୍ଯ୍ୟଟକ ମାନଙ୍କୁ ସ୍ୱାଗତ କରିବା ସହିତ ମିଠା ଖୁଆଇବେ ବନ କର୍ମଚାରୀ। ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକର୍ଷଣ କରିବା ପାଇଁ ରିଷିଆରେ ବୋଟିଂର ବ୍ୟବସ୍ଥା ସହ ସାଇକଲରେ ବୁଲିପାରିବେ ବୋଲି ପର୍ଯ୍ୟଟକ।  ଏ ନଇ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାରେ ପହଞ୍ଚିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର