ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା

The Sakala Picture
Published On

ବାଲେଶ୍ବର: ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା । ବାଲେଶ୍ୱର ଜିଲ୍ଲା ଖଇରା ତୁଡ଼ିଗଡିଆ ବଜାର ଥିବା ଆକ୍ସିସ ବ୍ୟାଙ୍କରୁ ଲୁଟ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଦୁଇଟି ବୁଲେରୋରେ ୬ରୁ ଅଧିକ ଲୁଟେରା ଆସିଥିଲେ।  ଲୁଟ ପରେ ଲୁଟେରା ମାନେ ଦୁଇଟି ବୋମା ଫୁଟାଇଥିବା ଜଣାପଡିଛି । ସ୍ଥାନୀୟଲୋକେ ପୋଲିସକୁ ଖବର ଦେବା ପରେ ପୋଲିସ ପହଁଚି ଛାନଭିନ ଆରମ୍ଭ କରିଛି  । ଖଇରା ଅଂଚଳରେ ଦିନକୁ ଦିନ […]

ବାଲେଶ୍ବର: ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା । ବାଲେଶ୍ୱର ଜିଲ୍ଲା ଖଇରା ତୁଡ଼ିଗଡିଆ ବଜାର ଥିବା ଆକ୍ସିସ ବ୍ୟାଙ୍କରୁ ଲୁଟ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଦୁଇଟି ବୁଲେରୋରେ ୬ରୁ ଅଧିକ ଲୁଟେରା ଆସିଥିଲେ।  ଲୁଟ ପରେ ଲୁଟେରା ମାନେ ଦୁଇଟି ବୋମା ଫୁଟାଇଥିବା ଜଣାପଡିଛି । ସ୍ଥାନୀୟଲୋକେ ପୋଲିସକୁ ଖବର ଦେବା ପରେ ପୋଲିସ ପହଁଚି ଛାନଭିନ ଆରମ୍ଭ କରିଛି  । ଖଇରା ଅଂଚଳରେ ଦିନକୁ ଦିନ ଚୋରି ଡକାୟତ ବଢିବାରେ ଲାଗିଛି ଯାହାକୁ ସ୍ଥାନୀୟ ଲୋକ ମାନେ ଭୟଭୀତ ଥିବା କହିଛନ୍ତି ।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

11 Jan 2024 By The Sakala

ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା

ବାଲେଶ୍ବର: ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା । ବାଲେଶ୍ୱର ଜିଲ୍ଲା ଖଇରା ତୁଡ଼ିଗଡିଆ ବଜାର ଥିବା ଆକ୍ସିସ ବ୍ୟାଙ୍କରୁ ଲୁଟ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଦୁଇଟି ବୁଲେରୋରେ ୬ରୁ ଅଧିକ ଲୁଟେରା ଆସିଥିଲେ।  ଲୁଟ ପରେ ଲୁଟେରା ମାନେ ଦୁଇଟି ବୋମା ଫୁଟାଇଥିବା ଜଣାପଡିଛି । ସ୍ଥାନୀୟଲୋକେ ପୋଲିସକୁ ଖବର ଦେବା ପରେ ପୋଲିସ ପହଁଚି ଛାନଭିନ ଆରମ୍ଭ କରିଛି  । ଖଇରା ଅଂଚଳରେ ଦିନକୁ ଦିନ ଚୋରି ଡକାୟତ ବଢିବାରେ ଲାଗିଛି ଯାହାକୁ ସ୍ଥାନୀୟ ଲୋକ ମାନେ ଭୟଭୀତ ଥିବା କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର