ଗାଧୋଇବାକୁ ଯାଇଥିବାବେଳେ ଅଘଟଣ, ପୋଖରୀରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ

The Sakala Picture
Published On

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଖରାସାହାପୁର ଗ୍ରାମର ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବାବେଳେ ପୋଖରୀରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ସେହି ଗ୍ରାମର ମାନସ ବେହେରାଙ୍କ ଦୁଇ ଝିଅ ରାଜଲକ୍ଷ୍ମୀ ଏବଂ ଭାଗ୍ୟଲକ୍ଷ୍ମୀ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗାଧୋଇବାବେଳେ ଉଭୟଙ୍କ ଗୋଡ଼ ଖସି ଯିବାରୁ ପୋଖରୀରେ ବୁଡି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପରେ ପୋଖରୀରୁ ଉଭୟଙ୍କୁ ଉଦ୍ଧାରକରି ସୋର ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ […]

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଖରାସାହାପୁର ଗ୍ରାମର ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବାବେଳେ ପୋଖରୀରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ସେହି ଗ୍ରାମର ମାନସ ବେହେରାଙ୍କ ଦୁଇ ଝିଅ ରାଜଲକ୍ଷ୍ମୀ ଏବଂ ଭାଗ୍ୟଲକ୍ଷ୍ମୀ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗାଧୋଇବାବେଳେ ଉଭୟଙ୍କ ଗୋଡ଼ ଖସି ଯିବାରୁ ପୋଖରୀରେ ବୁଡି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପରେ ପୋଖରୀରୁ ଉଭୟଙ୍କୁ ଉଦ୍ଧାରକରି ସୋର ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

09 Oct 2024 By The Sakala

ଗାଧୋଇବାକୁ ଯାଇଥିବାବେଳେ ଅଘଟଣ, ପୋଖରୀରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଖରାସାହାପୁର ଗ୍ରାମର ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବାବେଳେ ପୋଖରୀରେ ବୁଡି ମୃତ୍ୟୁ ବରଣ କରିଛନ୍ତି। ସେହି ଗ୍ରାମର ମାନସ ବେହେରାଙ୍କ ଦୁଇ ଝିଅ ରାଜଲକ୍ଷ୍ମୀ ଏବଂ ଭାଗ୍ୟଲକ୍ଷ୍ମୀ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ଗାଧୋଇବାବେଳେ ଉଭୟଙ୍କ ଗୋଡ଼ ଖସି ଯିବାରୁ ପୋଖରୀରେ ବୁଡି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିବା ପରେ ପୋଖରୀରୁ ଉଭୟଙ୍କୁ ଉଦ୍ଧାରକରି ସୋର ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

https://www.thesakala.in/latest-odisha-news/balasore/two-sisters-death-drowned-in-the-pond/article-35756
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର