ଟ୍ରେଲର ଓ ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା , ଜଣେ ମୃତ

The Sakala Picture
Published On

ବାହାନଗା: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଦାଣ୍ଡକାଳୀ ନିକଟରେ ଆଜି ସକାଳେ ଟ୍ରେଲର ଓ ଆମ୍ବୁଲାନ୍ସ ମଧ୍ୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ଯୁ ଘଟିଛି। ଖବର ଅନୁଯାୟୀ, ଭୁବନେଶ୍ୱରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ (ଡବ୍ଲୁବି-୨୯-ଏ-୮୮୬୭) ଭାରସାମ୍ୟ ହରାଇ ଡିଭାଇଡ଼ର ଡେଇଁ ସମୁଖରୁ ଆସୁଥିବା ଟ୍ରଲର (ଏନଏଲ-୦୨-କେ-୫୪୩୭)କୁ ଧକ୍କା ଦେଇଥିଲା। ମୁହାଁମୁହିଁ ଧକ୍କାରୁ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭର ମୃତ୍ୟୁବରଣ କରିଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଟ୍ରେଲରଟି ରାସ୍ତା ପାର୍ଶ୍ଵ […]

ବାହାନଗା: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଦାଣ୍ଡକାଳୀ ନିକଟରେ ଆଜି ସକାଳେ ଟ୍ରେଲର ଓ ଆମ୍ବୁଲାନ୍ସ ମଧ୍ୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ଯୁ ଘଟିଛି।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

ଖବର ଅନୁଯାୟୀ, ଭୁବନେଶ୍ୱରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ (ଡବ୍ଲୁବି-୨୯-ଏ-୮୮୬୭) ଭାରସାମ୍ୟ ହରାଇ ଡିଭାଇଡ଼ର ଡେଇଁ ସମୁଖରୁ ଆସୁଥିବା ଟ୍ରଲର (ଏନଏଲ-୦୨-କେ-୫୪୩୭)କୁ ଧକ୍କା ଦେଇଥିଲା। ମୁହାଁମୁହିଁ ଧକ୍କାରୁ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭର ମୃତ୍ୟୁବରଣ କରିଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଟ୍ରେଲରଟି ରାସ୍ତା ପାର୍ଶ୍ଵ ଦୋକାନ ମଧ୍ୟରେ ପଶିଯାଇଥିଲା। ଟ୍ରେଲର ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ମୃତ ଡ୍ରାଇଭରର ପରିଚୟ ମିଳିପାରିନାହିଁ।

12 Feb 2022 By The Sakala

ଟ୍ରେଲର ଓ ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା , ଜଣେ ମୃତ

ବାହାନଗା: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଦାଣ୍ଡକାଳୀ ନିକଟରେ ଆଜି ସକାଳେ ଟ୍ରେଲର ଓ ଆମ୍ବୁଲାନ୍ସ ମଧ୍ୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ଯୁ ଘଟିଛି।

ଖବର ଅନୁଯାୟୀ, ଭୁବନେଶ୍ୱରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ (ଡବ୍ଲୁବି-୨୯-ଏ-୮୮୬୭) ଭାରସାମ୍ୟ ହରାଇ ଡିଭାଇଡ଼ର ଡେଇଁ ସମୁଖରୁ ଆସୁଥିବା ଟ୍ରଲର (ଏନଏଲ-୦୨-କେ-୫୪୩୭)କୁ ଧକ୍କା ଦେଇଥିଲା। ମୁହାଁମୁହିଁ ଧକ୍କାରୁ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭର ମୃତ୍ୟୁବରଣ କରିଥିବା ବେଳେ ଦୁର୍ଘଟଣାଗ୍ରସ୍ତ ଟ୍ରେଲରଟି ରାସ୍ତା ପାର୍ଶ୍ଵ ଦୋକାନ ମଧ୍ୟରେ ପଶିଯାଇଥିଲା। ଟ୍ରେଲର ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ମୃତ ଡ୍ରାଇଭରର ପରିଚୟ ମିଳିପାରିନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର