ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା, ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ ନିଷ୍ପତ୍ତି

The Sakala Picture
Published On

ବାଲେଶ୍ବର: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା । ଆସନ୍ତାକାଲି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ କରାଯାଇଛି। ଆବଶ୍ୟକ ଜିନିଷ ପତ୍ର କିଣାକିଣି ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ବାଲେଶ୍ବର ଜିଲ୍ଲାପାଳ ଆଶିଷ ଠାକରେ। କେବଳ ଲିଜ୍ ଲାଇନ୍ ମାଧ୍ୟମରେ ବ୍ୟାଙ୍କ୍ ଭଳି ବ୍ୟବସାୟିକ ପ୍ରତିଷ୍ଠାନକୁ ଇଣ୍ଟରନେଟ ମିଳିବ। ୨୨ […]

ବାଲେଶ୍ବର: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା । ଆସନ୍ତାକାଲି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ କରାଯାଇଛି। ଆବଶ୍ୟକ ଜିନିଷ ପତ୍ର କିଣାକିଣି ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ବାଲେଶ୍ବର ଜିଲ୍ଲାପାଳ ଆଶିଷ ଠାକରେ। କେବଳ ଲିଜ୍ ଲାଇନ୍ ମାଧ୍ୟମରେ ବ୍ୟାଙ୍କ୍ ଭଳି ବ୍ୟବସାୟିକ ପ୍ରତିଷ୍ଠାନକୁ ଇଣ୍ଟରନେଟ ମିଳିବ। ୨୨ ତାରିଖ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସହରରେ ୪୦ ପ୍ଲାଟୁନ ଫୋର୍ସ ସମେତ ୬ କମ୍ପାନୀ ବିଏସଏଫ୍ ଯବାନ ମୁତୟନ ଅଛନ୍ତି।

ଆହୁରି ପଢ଼ନ୍ତୁ: ୨.୦୭ କୋଟିର ‘ଡିଜିଟାଲ ଆରେଷ୍ଟ’ ଠକେଇ: ଓଡ଼ିଶା ଓ ରାଜସ୍ଥାନରୁ ୩ ଜଣଙ୍କୁ ଗିରଫ କଲା CBI

20 Jun 2024 By The Sakala

ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା, ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ ନିଷ୍ପତ୍ତି

ବାଲେଶ୍ବର: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା । ଆସନ୍ତାକାଲି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯାଇଛି। ସକାଳ ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ କରାଯାଇଛି। ଆବଶ୍ୟକ ଜିନିଷ ପତ୍ର କିଣାକିଣି ପାଇଁ କର୍ଫ୍ୟୁ କୋହଳ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ବାଲେଶ୍ବର ଜିଲ୍ଲାପାଳ ଆଶିଷ ଠାକରେ। କେବଳ ଲିଜ୍ ଲାଇନ୍ ମାଧ୍ୟମରେ ବ୍ୟାଙ୍କ୍ ଭଳି ବ୍ୟବସାୟିକ ପ୍ରତିଷ୍ଠାନକୁ ଇଣ୍ଟରନେଟ ମିଳିବ। ୨୨ ତାରିଖ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଆସନ୍ତାକାଲି ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ, ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ସହରରେ ୪୦ ପ୍ଲାଟୁନ ଫୋର୍ସ ସମେତ ୬ କମ୍ପାନୀ ବିଏସଏଫ୍ ଯବାନ ମୁତୟନ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର