ଲଗାଣ ବର୍ଷା ପ୍ରଭାବ: ପଞ୍ଚ ଲିଙ୍ଗେଶ୍ୱରଙ୍କୁ ସ୍ପର୍ଶ କରିବାକୁ ଭକ୍ତଙ୍କୁ ବାରଣ

The Sakala Picture
Published On

ବାଲେଶ୍ବର: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଞ୍ଚ ଲିଙ୍ଗେଶ୍ୱର ମନ୍ଦିରରେ ଦର୍ଶନ ବନ୍ଦ କରାଯାଇଛି। ଲଗାଣ ବର୍ଷା ଯୋଗୁ ଝରଣାରେ ପ୍ରଖର ସ୍ରୋତ ଆସିବାରୁ ପଞ୍ଚ ଲିଙ୍ଗେଶ୍ୱରଙ୍କୁ ସ୍ପର୍ଶ କରିବା ଓ ପାଖକୁ ଯିବା ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। କେବଳ ମନ୍ଦିର ବାହାରେ ଭୋଗ କରି ଫେରିବା ପାଇଁ ଭକ୍ତଙ୍କୁ କୁହାଯାଇଛି। ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଫଳରେ ପଞ୍ଚ ଲିଙ୍ଗେଶ୍ୱରରେ ଝରଣା ପାଣିର […]

ବାଲେଶ୍ବର: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଞ୍ଚ ଲିଙ୍ଗେଶ୍ୱର ମନ୍ଦିରରେ ଦର୍ଶନ ବନ୍ଦ କରାଯାଇଛି। ଲଗାଣ ବର୍ଷା ଯୋଗୁ ଝରଣାରେ ପ୍ରଖର ସ୍ରୋତ ଆସିବାରୁ ପଞ୍ଚ ଲିଙ୍ଗେଶ୍ୱରଙ୍କୁ ସ୍ପର୍ଶ କରିବା ଓ ପାଖକୁ ଯିବା ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। କେବଳ ମନ୍ଦିର ବାହାରେ ଭୋଗ କରି ଫେରିବା ପାଇଁ ଭକ୍ତଙ୍କୁ କୁହାଯାଇଛି। ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଫଳରେ ପଞ୍ଚ ଲିଙ୍ଗେଶ୍ୱରରେ ଝରଣା ପାଣିର ସ୍ରୋତ ବହୁ ପ୍ରଖର ରହିଛି। ଫଳରେ ଭକ୍ତଟିଏ ଯାଇ ଲିଙ୍ଗକୁ ଛୁଇଁ ଆସିବା ବିପଦ ପୂର୍ଣ୍ଣ। ଏଥିପାଇଁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିଛି।

ଆହୁରି ପଢ଼ନ୍ତୁ: ହାଇଦ୍ରାବାଦସ୍ଥିତ ଜାତୀୟ ଦକ୍ଷତା ପ୍ରଶିକ୍ଷଣ ଅନୁଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

27 Sep 2024 By The Sakala

ଲଗାଣ ବର୍ଷା ପ୍ରଭାବ: ପଞ୍ଚ ଲିଙ୍ଗେଶ୍ୱରଙ୍କୁ ସ୍ପର୍ଶ କରିବାକୁ ଭକ୍ତଙ୍କୁ ବାରଣ

ବାଲେଶ୍ବର: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଞ୍ଚ ଲିଙ୍ଗେଶ୍ୱର ମନ୍ଦିରରେ ଦର୍ଶନ ବନ୍ଦ କରାଯାଇଛି। ଲଗାଣ ବର୍ଷା ଯୋଗୁ ଝରଣାରେ ପ୍ରଖର ସ୍ରୋତ ଆସିବାରୁ ପଞ୍ଚ ଲିଙ୍ଗେଶ୍ୱରଙ୍କୁ ସ୍ପର୍ଶ କରିବା ଓ ପାଖକୁ ଯିବା ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। କେବଳ ମନ୍ଦିର ବାହାରେ ଭୋଗ କରି ଫେରିବା ପାଇଁ ଭକ୍ତଙ୍କୁ କୁହାଯାଇଛି। ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଫଳରେ ପଞ୍ଚ ଲିଙ୍ଗେଶ୍ୱରରେ ଝରଣା ପାଣିର ସ୍ରୋତ ବହୁ ପ୍ରଖର ରହିଛି। ଫଳରେ ଭକ୍ତଟିଏ ଯାଇ ଲିଙ୍ଗକୁ ଛୁଇଁ ଆସିବା ବିପଦ ପୂର୍ଣ୍ଣ। ଏଥିପାଇଁ ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର