ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଗଜରାଜ ଆତଙ୍କ: ମହିଳାଙ୍କୁ କଚାଡ଼ି ମାରିଲା ଦନ୍ତା

The Sakala Picture
Published On

ସୋର: ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ । ଖଇରା ବ୍ଲକ ବାଉଁଶ ଗଡ଼ିଆ ଗାଁରେ ଦୌପ୍ରଦୀ ହୋ ବିଳମ୍ବିତ ରାତିରେ ବାହାରକୁ ଯାଇଥିବା ବେଳେ ହାତୀ କଚାଡ଼ି ଦେଇଥିଲା । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ କରିଛି। ସୂଚନା ଅନୁସାରେ, ବାଉଁଶଗଡ଼ିଆ ପଞ୍ଚାୟତର ଦ୍ରୌପଦୀ ହୋ (୪୫ ବର୍ଷ) ନାମକ ଜଣେ ମହିଳା ବିଳମ୍ବିତ ରାତିରେ ଶୌଚ ହେବାପାଇଁ ବାହାରକୁ ଯାଇଥିବା ବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ କଚାଡ଼ି ଦେଇଛି। ଫଳରେ ଘଟଣାସ୍ଥଳରେ ମହିଳା […]

ସୋର: ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ । ଖଇରା ବ୍ଲକ ବାଉଁଶ ଗଡ଼ିଆ ଗାଁରେ ଦୌପ୍ରଦୀ ହୋ ବିଳମ୍ବିତ ରାତିରେ ବାହାରକୁ ଯାଇଥିବା ବେଳେ ହାତୀ କଚାଡ଼ି ଦେଇଥିଲା । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ କରିଛି। ସୂଚନା ଅନୁସାରେ, ବାଉଁଶଗଡ଼ିଆ ପଞ୍ଚାୟତର ଦ୍ରୌପଦୀ ହୋ (୪୫ ବର୍ଷ) ନାମକ ଜଣେ ମହିଳା ବିଳମ୍ବିତ ରାତିରେ ଶୌଚ ହେବାପାଇଁ ବାହାରକୁ ଯାଇଥିବା ବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ କଚାଡ଼ି ଦେଇଛି। ଫଳରେ ଘଟଣାସ୍ଥଳରେ ମହିଳା ପ୍ରାଣ ହରାଇଛନ୍ତି। ବାରମ୍ବାର ଏଭଳି ହାତୀ ଆକ୍ରମଣରେ ଜନସାଧାରଣଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ବାସିନ୍ଦା ଭୟଭୀତ ଅବସ୍ଥାରେ ଅଛନ୍ତି । ପରିବାରକୁ ସରକାରୀ ସହାୟତା ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

10 Jul 2022 By The Sakala

ଗଜରାଜ ଆତଙ୍କ: ମହିଳାଙ୍କୁ କଚାଡ଼ି ମାରିଲା ଦନ୍ତା

ସୋର: ହାତୀ ଆକ୍ରମଣରେ ମହିଳାଙ୍କର ମୃତ୍ୟୁ । ଖଇରା ବ୍ଲକ ବାଉଁଶ ଗଡ଼ିଆ ଗାଁରେ ଦୌପ୍ରଦୀ ହୋ ବିଳମ୍ବିତ ରାତିରେ ବାହାରକୁ ଯାଇଥିବା ବେଳେ ହାତୀ କଚାଡ଼ି ଦେଇଥିଲା । ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ କରିଛି। ସୂଚନା ଅନୁସାରେ, ବାଉଁଶଗଡ଼ିଆ ପଞ୍ଚାୟତର ଦ୍ରୌପଦୀ ହୋ (୪୫ ବର୍ଷ) ନାମକ ଜଣେ ମହିଳା ବିଳମ୍ବିତ ରାତିରେ ଶୌଚ ହେବାପାଇଁ ବାହାରକୁ ଯାଇଥିବା ବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ କଚାଡ଼ି ଦେଇଛି। ଫଳରେ ଘଟଣାସ୍ଥଳରେ ମହିଳା ପ୍ରାଣ ହରାଇଛନ୍ତି। ବାରମ୍ବାର ଏଭଳି ହାତୀ ଆକ୍ରମଣରେ ଜନସାଧାରଣଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ବାସିନ୍ଦା ଭୟଭୀତ ଅବସ୍ଥାରେ ଅଛନ୍ତି । ପରିବାରକୁ ସରକାରୀ ସହାୟତା ଯୋଗାଇବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର