ଜମିବାଡି ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ହଣାକଟା, ୧୨ ଆହତ

The Sakala Picture
Published On

ସୋର: ବାଲେଶ୍ୱର ଜିଲ୍ଲା ସୋର ଥାନା ମୋହନପୁର ଗାଁରେ ଜମିଜମା ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ହଣାକଟା । ଏଥିରେ ଉଭୟ ପକ୍ଷରୁ ୧୨ ଜଣ ଆହତ ହୋଇଛନ୍ତି । ସମସ୍ତେ ଏବେ ସୋର ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଆଜି ସକାଳେ ଉଭୟ ପରିବାରର ବାଡ଼ ଉପୁଡ଼ାକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପରେ ଗଣ୍ଡଗୋଳ ଏତେ ଉଗ୍ରରୂପ ନେଇଥିଲା ଯେ ପରିସ୍ଥିତି ଅଣାୟତ୍ତ ହୋଇଥିଲା । ତେଣୁ ଉଭୟଙ୍କ ମଧ୍ୟରେ […]

ସୋର: ବାଲେଶ୍ୱର ଜିଲ୍ଲା ସୋର ଥାନା ମୋହନପୁର ଗାଁରେ ଜମିଜମା ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ହଣାକଟା । ଏଥିରେ ଉଭୟ ପକ୍ଷରୁ ୧୨ ଜଣ ଆହତ ହୋଇଛନ୍ତି । ସମସ୍ତେ ଏବେ ସୋର ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଶ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ମୋ ବନ୍ଦୀ ଜୀବନ’ ଉନ୍ମୋଚିତ

ଆଜି ସକାଳେ ଉଭୟ ପରିବାରର ବାଡ଼ ଉପୁଡ଼ାକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପରେ ଗଣ୍ଡଗୋଳ ଏତେ ଉଗ୍ରରୂପ ନେଇଥିଲା ଯେ ପରିସ୍ଥିତି ଅଣାୟତ୍ତ ହୋଇଥିଲା । ତେଣୁ ଉଭୟଙ୍କ ମଧ୍ୟରେ ଖଣ୍ଡା, ଭୁଜାଲିରେ ଆକ୍ରମଣ କରି ରକ୍ତାକ୍ତ ହୋଇଥିଲେ । ପରେ ପୋଲିସ ପହଞ୍ଚି ଲୋକଙ୍କୁ ଉଦ୍ଧାର କରି ସୋର ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ଆହତଙ୍କ ମଧ୍ୟରେ ଗୋଟିଏ ପରିବାର ୮ ଜଣ ହୋଇଥିବା ବେଳେ ଅନ୍ୟ ପରିବାରର ୪ ଜଣ ରହିଛନ୍ତି । ତେବେ ପୋଲିସ ୨ ଜଣକୁ ଅଟକ ରଖିବା ସହିତ ଗୋଟିଏ ଖଣ୍ଡାକୁ ଜବତ କରି ଅଧିକ ତଦନ୍ତ କରୁଛି ।

ଆହୁରି ପଢ଼ନ୍ତୁ: ୩କୋଟିରୁ ଉର୍ଦ୍ଧ୍ୱ ଟଙ୍କା ବକେୟା ଅଭିଯୋଗରେ ପାରାଦ୍ଵୀପ ବନ୍ଦରରେ ବିଦେଶୀ ଜାହାଜ 'MT UNITY' ଗିରଫ

05 Nov 2023 By The Sakala

ଜମିବାଡି ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ହଣାକଟା, ୧୨ ଆହତ

ସୋର: ବାଲେଶ୍ୱର ଜିଲ୍ଲା ସୋର ଥାନା ମୋହନପୁର ଗାଁରେ ଜମିଜମା ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ହଣାକଟା । ଏଥିରେ ଉଭୟ ପକ୍ଷରୁ ୧୨ ଜଣ ଆହତ ହୋଇଛନ୍ତି । ସମସ୍ତେ ଏବେ ସୋର ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ଆଜି ସକାଳେ ଉଭୟ ପରିବାରର ବାଡ଼ ଉପୁଡ଼ାକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପରେ ଗଣ୍ଡଗୋଳ ଏତେ ଉଗ୍ରରୂପ ନେଇଥିଲା ଯେ ପରିସ୍ଥିତି ଅଣାୟତ୍ତ ହୋଇଥିଲା । ତେଣୁ ଉଭୟଙ୍କ ମଧ୍ୟରେ ଖଣ୍ଡା, ଭୁଜାଲିରେ ଆକ୍ରମଣ କରି ରକ୍ତାକ୍ତ ହୋଇଥିଲେ । ପରେ ପୋଲିସ ପହଞ୍ଚି ଲୋକଙ୍କୁ ଉଦ୍ଧାର କରି ସୋର ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ଆହତଙ୍କ ମଧ୍ୟରେ ଗୋଟିଏ ପରିବାର ୮ ଜଣ ହୋଇଥିବା ବେଳେ ଅନ୍ୟ ପରିବାରର ୪ ଜଣ ରହିଛନ୍ତି । ତେବେ ପୋଲିସ ୨ ଜଣକୁ ଅଟକ ରଖିବା ସହିତ ଗୋଟିଏ ଖଣ୍ଡାକୁ ଜବତ କରି ଅଧିକ ତଦନ୍ତ କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର