ବନ୍ୟା ମୁକାବିଲା ପାଇଁ ଅଗ୍ନିଶମ ବାହିନୀ ପ୍ରସ୍ତୁତ

The Sakala Picture
Published On

ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟାସ୍ଥିତି ଧିରେଧିରେ ଗମ୍ଭୀର ହେବାରେ ଲାଗିଛି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମିସନ୍ ଜିରୋ କାଜୁଆଲଟି ଉପରେ ଗୁରୁତ୍ବ ଦେଇ ତଳିଆ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର କରାଯିବା ସହ, ପରିସ୍ଥିତି ଉପରେ ସର୍ତକ ନଜର ରଖାଯାଇଛି । ବାଲେଶ୍ବର ସୁବର୍ଣ୍ଣରେଖା ନଦୀର ଉଭୟ ପଟେ ରହିଛି ବାଲିଆପାଳ, ବସ୍ତା, ଭୋଗରାଇ ଓ ଜଳେଶ୍ବର ଅଞ୍ଚଳରେ ଅଗ୍ନଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । […]

ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟାସ୍ଥିତି ଧିରେଧିରେ ଗମ୍ଭୀର ହେବାରେ ଲାଗିଛି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମିସନ୍ ଜିରୋ କାଜୁଆଲଟି ଉପରେ ଗୁରୁତ୍ବ ଦେଇ ତଳିଆ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର କରାଯିବା ସହ, ପରିସ୍ଥିତି ଉପରେ ସର୍ତକ ନଜର ରଖାଯାଇଛି । ବାଲେଶ୍ବର ସୁବର୍ଣ୍ଣରେଖା ନଦୀର ଉଭୟ ପଟେ ରହିଛି ବାଲିଆପାଳ, ବସ୍ତା, ଭୋଗରାଇ ଓ ଜଳେଶ୍ବର ଅଞ୍ଚଳରେ ଅଗ୍ନଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବାଲେଶ୍ବରରେ ଜିଲ୍ଲା ଅଗ୍ନିଶମ ଅଧିକାରୀ ଅପରେସନ ଦାୟିତ୍ବରେ ଥିବା ବେଳେ, କଟକ ଜିଲ୍ଲା ଅଗ୍ନିଶମ ଅଧିକାରୀ ଭଦ୍ରକ ଦାୟିତ୍ବରେ ରହିଛନ୍ତି । ଅଗ୍ନଶମ ବାହିନୀ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି କହିଛନ୍ତି ଅଗ୍ନିଶମ ବାହିନୀ ମହାନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

21 Aug 2022 By The Sakala

ବନ୍ୟା ମୁକାବିଲା ପାଇଁ ଅଗ୍ନିଶମ ବାହିନୀ ପ୍ରସ୍ତୁତ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟାସ୍ଥିତି ଧିରେଧିରେ ଗମ୍ଭୀର ହେବାରେ ଲାଗିଛି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ମିସନ୍ ଜିରୋ କାଜୁଆଲଟି ଉପରେ ଗୁରୁତ୍ବ ଦେଇ ତଳିଆ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର କରାଯିବା ସହ, ପରିସ୍ଥିତି ଉପରେ ସର୍ତକ ନଜର ରଖାଯାଇଛି । ବାଲେଶ୍ବର ସୁବର୍ଣ୍ଣରେଖା ନଦୀର ଉଭୟ ପଟେ ରହିଛି ବାଲିଆପାଳ, ବସ୍ତା, ଭୋଗରାଇ ଓ ଜଳେଶ୍ବର ଅଞ୍ଚଳରେ ଅଗ୍ନଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବାଲେଶ୍ବରରେ ଜିଲ୍ଲା ଅଗ୍ନିଶମ ଅଧିକାରୀ ଅପରେସନ ଦାୟିତ୍ବରେ ଥିବା ବେଳେ, କଟକ ଜିଲ୍ଲା ଅଗ୍ନିଶମ ଅଧିକାରୀ ଭଦ୍ରକ ଦାୟିତ୍ବରେ ରହିଛନ୍ତି । ଅଗ୍ନଶମ ବାହିନୀ ଯେ କୌଣସି ପରିସ୍ଥିତିର ମୁକାବିଲା କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି କହିଛନ୍ତି ଅଗ୍ନିଶମ ବାହିନୀ ମହାନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ ।

https://www.thesakala.in/latest-odisha-news/balasore/fire-brigades-are-ready-to-deal-with-the-flooded-areas/article-14315
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର