ମନୋରଞ୍ଜନ
ଓଡ଼ିଶା
ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଘରୁ ବାହାରି ଆସିଲେ ଲୋକେ
ବାଲେଶ୍ବର: ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଭୟଭୀତ ହୋଇ ଘରୁ ବାହାରି ଆସିଲେ ଲୋକେ । ହେଲେ କେଉଁଠୁ ଆସୁଛି କିଛି ଜଣାପଡୁନି । କିଛି ଏଭଳି ଘଟଣା ଆଜି ପୁଣି ଶୁଣିବାକୁ ମିଳିଛି ବାଲେଶ୍ବର ନୀଳଗିରି ଅଞ୍ଚଳ ଓ ଭଦ୍ରକ ବାସୁଦେବପୁରରେ । ଏଭଳି ପ୍ରଚଣ୍ଡ ଶବ୍ଦ ଶୁଣି ଭୟଭୀତ ହୋଇଛନ୍ତି ଲୋକେ। ତେବେ ଗତକାଲି ମଧ୍ୟ ଏଭଳି ସମାନ ଶବ୍ଦ ଶୁଭିଥିଲା । ପ୍ରାୟ ୧ ମିନିଟରେ ୨ରୁ ୩ ଥର ଶୁଭିଥିଲା ପ୍ରଚଣ୍ଡ […]
ବାଲେଶ୍ବର: ପୁଣି ଶୁଭିଲା ପ୍ରଚଣ୍ଡ ଶବ୍ଦ, ଭୟଭୀତ ହୋଇ ଘରୁ ବାହାରି ଆସିଲେ ଲୋକେ । ହେଲେ କେଉଁଠୁ ଆସୁଛି କିଛି ଜଣାପଡୁନି । କିଛି ଏଭଳି ଘଟଣା ଆଜି ପୁଣି ଶୁଣିବାକୁ ମିଳିଛି ବାଲେଶ୍ବର ନୀଳଗିରି ଅଞ୍ଚଳ ଓ ଭଦ୍ରକ ବାସୁଦେବପୁରରେ । ଏଭଳି ପ୍ରଚଣ୍ଡ ଶବ୍ଦ ଶୁଣି ଭୟଭୀତ ହୋଇଛନ୍ତି ଲୋକେ।
ତେବେ ଗତକାଲି ମଧ୍ୟ ଏଭଳି ସମାନ ଶବ୍ଦ ଶୁଭିଥିଲା । ପ୍ରାୟ ୧ ମିନିଟରେ ୨ରୁ ୩ ଥର ଶୁଭିଥିଲା ପ୍ରଚଣ୍ଡ ଶବ୍ଦ। ତେବେ ପାଖରେ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଥିବାରୁ, ଗୋଳାବାରୁଦ ପରୀକ୍ଷଣ ହେଉଥିବା ଲୋକମାନେ ଅନୁମାନ କରୁଥିବା ବେଳେ ଏହା କେଉଁଠୁ ଆସୁଛି ତାହାର ସ୍ପଷ୍ଟ କିଛି ଜଣାପଡିନାହିଁ ।