କାର୍ତ୍ତିକ ପୂର୍ଣ୍ଣମୀରେ ପୋଖରୀରୁ ଡ଼ଙ୍ଗା ଆଣିବା ହେଲା କାଳ, ପାଣିରେ ବୁଡ଼ି ନାବାଳିକା ମୃତ

The Sakala Picture
Published On

ସୋର: ପୋଖରୀରେ ବୁଡ଼ି ନାବାଳିକା ମୃତ । କାର୍ତ୍ତିକ ପୂର୍ଣ୍ଣମୀରେ ପୋଖରୀରେ ବୁଡ଼ି ନାବାଳିକା ମୃତ୍ୟୁବରଣ କରିଛି । ପୋଖରୀରେ ଭସାଯାଇଥିବା ଡଙ୍ଗା ଆଣିବା ବେଳେ ବୁଡ଼ିଯାଇଥିଲା ନାବାଳିକାଜଣକ । ଭଦ୍ରକ ବାସୁଦେବପୁର ପଣୁଆ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା। ସୂଚନା ଅନୁସାରେ, ଆଜି ସକାଳେ କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ଡଙ୍ଗା ଭସା ପର୍ବ ସରିଥିଲା । ଲୋକମାନେ ପୋଖରୀରେ ଡଙ୍ଗା ଭସାଇ ଫେରିଆସିଥିଲେ । ହେଲେ ନାବାଳିକା ଜଣଙ୍କ ପୋଖରୀ ଭିତରେ ଭାସୁଥିବା […]

ସୋର: ପୋଖରୀରେ ବୁଡ଼ି ନାବାଳିକା ମୃତ । କାର୍ତ୍ତିକ ପୂର୍ଣ୍ଣମୀରେ ପୋଖରୀରେ ବୁଡ଼ି ନାବାଳିକା ମୃତ୍ୟୁବରଣ କରିଛି । ପୋଖରୀରେ ଭସାଯାଇଥିବା ଡଙ୍ଗା ଆଣିବା ବେଳେ ବୁଡ଼ିଯାଇଥିଲା ନାବାଳିକାଜଣକ । ଭଦ୍ରକ ବାସୁଦେବପୁର ପଣୁଆ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ସୂଚନା ଅନୁସାରେ, ଆଜି ସକାଳେ କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ଡଙ୍ଗା ଭସା ପର୍ବ ସରିଥିଲା । ଲୋକମାନେ ପୋଖରୀରେ ଡଙ୍ଗା ଭସାଇ ଫେରିଆସିଥିଲେ । ହେଲେ ନାବାଳିକା ଜଣଙ୍କ ପୋଖରୀ ଭିତରେ ଭାସୁଥିବା ଡଙ୍ଗା ଆଣିବାକୁ ପାଣି ଭିତରେ ପଶି ଯାଇଥିଲେ । ହେଲେ ଡଙ୍ଗା ପାଖରେ ପହଂଚିବା ପୂର୍ବରୁ ନାବାଳିକା ଜଣଙ୍କ ପାଣିରେ ବୁଡି ଯାଇଥିଲେ । ଖବର ପାଇ ଗ୍ରାମବାସୀ ନାବାଳିକା ଜଣଙ୍କୁ ପାଣିରୁ ଉଦ୍ଧାର କରି ସୋରୋ ଡାକ୍ତରଖାନାକୁ ନେଇଥିଲେ । ମାତ୍ର ଡାକ୍ତରଙ୍କ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ନାବାଳିକାଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

27 Nov 2023 By The Sakala

କାର୍ତ୍ତିକ ପୂର୍ଣ୍ଣମୀରେ ପୋଖରୀରୁ ଡ଼ଙ୍ଗା ଆଣିବା ହେଲା କାଳ, ପାଣିରେ ବୁଡ଼ି ନାବାଳିକା ମୃତ

ସୋର: ପୋଖରୀରେ ବୁଡ଼ି ନାବାଳିକା ମୃତ । କାର୍ତ୍ତିକ ପୂର୍ଣ୍ଣମୀରେ ପୋଖରୀରେ ବୁଡ଼ି ନାବାଳିକା ମୃତ୍ୟୁବରଣ କରିଛି । ପୋଖରୀରେ ଭସାଯାଇଥିବା ଡଙ୍ଗା ଆଣିବା ବେଳେ ବୁଡ଼ିଯାଇଥିଲା ନାବାଳିକାଜଣକ । ଭଦ୍ରକ ବାସୁଦେବପୁର ପଣୁଆ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା।

ସୂଚନା ଅନୁସାରେ, ଆଜି ସକାଳେ କାର୍ତ୍ତିକ ପୂର୍ଣ୍ଣମୀ ପାଇଁ ଡଙ୍ଗା ଭସା ପର୍ବ ସରିଥିଲା । ଲୋକମାନେ ପୋଖରୀରେ ଡଙ୍ଗା ଭସାଇ ଫେରିଆସିଥିଲେ । ହେଲେ ନାବାଳିକା ଜଣଙ୍କ ପୋଖରୀ ଭିତରେ ଭାସୁଥିବା ଡଙ୍ଗା ଆଣିବାକୁ ପାଣି ଭିତରେ ପଶି ଯାଇଥିଲେ । ହେଲେ ଡଙ୍ଗା ପାଖରେ ପହଂଚିବା ପୂର୍ବରୁ ନାବାଳିକା ଜଣଙ୍କ ପାଣିରେ ବୁଡି ଯାଇଥିଲେ । ଖବର ପାଇ ଗ୍ରାମବାସୀ ନାବାଳିକା ଜଣଙ୍କୁ ପାଣିରୁ ଉଦ୍ଧାର କରି ସୋରୋ ଡାକ୍ତରଖାନାକୁ ନେଇଥିଲେ । ମାତ୍ର ଡାକ୍ତରଙ୍କ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ନାବାଳିକାଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର