ଭିଜିଲାନ୍ସ ଜାଲରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ
ବାଲେଶ୍ବର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ । କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ଏହି ଚଢାଉରେ ୨ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନ୍ସପେକ୍ଟର ଓ ୫ ଏଏସଆଇ ସାମିଲ ଅଛନ୍ତି।

30 Aug 2024
By The Sakala

⊕ https://www.thesakala.in/latest-odisha-news/balasore/odisha-vigilance-launches-searches-at-6-locations/article-34790