ପହଲଗାମ ଆତଙ୍କବାଦୀ ଆକ୍ରମଣ: ଜନ୍ମମାଟିରେ ପହଞ୍ଚିଲା ପ୍ରଶାନ୍ତ ଶତପଥୀଙ୍କ ମର ଶରୀର

The Sakala Picture
Published On

ବାଲେଶ୍ୱର: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର। ତିନିଦିନ ପୂର୍ବେ ପ୍ରଶାନ୍ତ ପତ୍ନୀ ଓ ପୁଅ ସହ ପହଲଗାଓଁ ବୁଲିବାକୁ ଯାଇଥିଲେ। ସେଠାରେ ହୋଇଥିବା ଆତଙ୍କବାଦୀ […]

ବାଲେଶ୍ୱର: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି ମରଶରୀର। ଏନେଇ ସାରା ଗାଁରେ ଶୋକାକୂଳ ପରିବେଶ ରହିଛି। ଗତକାଲି ରାତିରେ ମରଶରୀର ଜମ୍ମୁ-କଶ୍ମୀରରୁ ଆସି ଭୁବନେଶ୍ୱରରେ ପହଞ୍ଚିଥିଲା। ଭୁବନେଶ୍ବର ବିମାନବନ୍ଦରରେ ରାତି ପ୍ରାୟ ୧୨ଟା ୩୦ମିନିଟରେ ପହଞ୍ଚିଥିଲା ପ୍ରଶାନ୍ତଙ୍କ ମରଶରୀର।

ଆହୁରି ପଢ଼ନ୍ତୁ: ବିସ୍କୁଟ ଚୋରି ସନ୍ଦେହରେ ନାବାଳକକୁ ପିଟିପିଟି ହତ୍ୟା ! ପୋଲିସର ତଦନ୍ତ ଜାରି

ତିନିଦିନ ପୂର୍ବେ ପ୍ରଶାନ୍ତ ପତ୍ନୀ ଓ ପୁଅ ସହ ପହଲଗାଓଁ ବୁଲିବାକୁ ଯାଇଥିଲେ। ସେଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ଏହି ଆକ୍ରମଣରେ ପ୍ରଶାନ୍ତଙ୍କ ସମେତ ୨୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ଯାତ୍ରା ଚାଲିଥିବା ବେଳେ ହଙ୍ଗାମା: ମଞ୍ଚକୁ ଉପରକୁ ହେଲା ଚେୟାର ମାଡ଼, ଅଧାରୁ ଅଟକିଲା ନାଟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର