ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଅଧିକ ଆହତ
ବାଲେଶ୍ବର: ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଥିବା ଜଣାପଡ଼ିଛି। ବାଲେଶ୍ବରରୁ ଉଦଳା ଯିବାବେଳେ ଭାଲୁକାଶୁଣି ନିକଟରେ ବସଟି ଓଲଟି ପଡ଼ିଥିଲା। ସୂଚନା ଅନୁଯାୟୀ, ଏକ ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ରାସ୍ତାକଡ଼କୁ ବସଟି ଓଲଟି ପଡିଥିଲା । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆଗାମୀ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ।
ବାଲେଶ୍ବର: ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଥିବା ଜଣାପଡ଼ିଛି। ବାଲେଶ୍ବରରୁ ଉଦଳା ଯିବାବେଳେ ଭାଲୁକାଶୁଣି ନିକଟରେ ବସଟି ଓଲଟି ପଡ଼ିଥିଲା।
ଆହୁରି ପଢ଼ନ୍ତୁ: ସାତପଡ଼ାରେ ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗ!
ସୂଚନା ଅନୁଯାୟୀ, ଏକ ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ରାସ୍ତାକଡ଼କୁ ବସଟି ଓଲଟି ପଡିଥିଲା । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆଗାମୀ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ।






