ଗାଧୋଇବାକୁ ଯାଇ ନଦୀରେ ଭାସିଗଲେ ଛାତ୍ର, ଖୋଜାଖୋଜି ଜାରି….

The Sakala Picture
Published On

ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀରେ ଭାସିଯାଇ ଛାତ୍ର ନିଖୋଜ । ଗାଧୋଇବାକୁ ଯାଇ ଭାସିଗଲେ ଦଶମ ଶ୍ରେଣୀର ଛାତ୍ର । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ସୂଚନାଯୋଗ୍ୟ, ଜଳେଶ୍ୱର ବ୍ଲକ ଗଡ଼ସାହି ବାଲିଆପାଳ ପଞ୍ଚାୟତର ମନୋରଞ୍ଜନ ଦାସଙ୍କ ୧୫ ବର୍ଷର ପୁଅ ସାହିଲ ଦାସ ଓ ତାଙ୍କ ଦୁଇ ଜଣ ସାଙ୍ଗ ଗତକାଲି ଗାଧେଇବାକୁ ସୁବର୍ଣ୍ଣରେଖା ନଦୀକୁ ଯାଇଥିଲେ । ଗାଧାଉ ଥିବା ବେଳେ ସାହିଲ ନିଖୋଜ ହୋଇଯାଇଥିଲ […]

ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀରେ ଭାସିଯାଇ ଛାତ୍ର ନିଖୋଜ । ଗାଧୋଇବାକୁ ଯାଇ ଭାସିଗଲେ ଦଶମ ଶ୍ରେଣୀର ଛାତ୍ର । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ସୂଚନାଯୋଗ୍ୟ, ଜଳେଶ୍ୱର ବ୍ଲକ ଗଡ଼ସାହି ବାଲିଆପାଳ ପଞ୍ଚାୟତର ମନୋରଞ୍ଜନ ଦାସଙ୍କ ୧୫ ବର୍ଷର ପୁଅ ସାହିଲ ଦାସ ଓ ତାଙ୍କ ଦୁଇ ଜଣ ସାଙ୍ଗ ଗତକାଲି ଗାଧେଇବାକୁ ସୁବର୍ଣ୍ଣରେଖା ନଦୀକୁ ଯାଇଥିଲେ । ଗାଧାଉ ଥିବା ବେଳେ ସାହିଲ ନିଖୋଜ ହୋଇଯାଇଥିଲ । ଦୁଇ ଜଣ ସାଙ୍ଗ ଖୋଜାଖୋଜି କରି ନପାଇବାରୁ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଦାର ପାଇଁ ସର୍ଚ୍ଚ ଅପରେଶନ ଜାରି ରଖିଛ ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

25 Oct 2024 By The Sakala

ଗାଧୋଇବାକୁ ଯାଇ ନଦୀରେ ଭାସିଗଲେ ଛାତ୍ର, ଖୋଜାଖୋଜି ଜାରି….

ଜଳେଶ୍ୱର: ସୁବର୍ଣ୍ଣରେଖା ନଦୀରେ ଭାସିଯାଇ ଛାତ୍ର ନିଖୋଜ । ଗାଧୋଇବାକୁ ଯାଇ ଭାସିଗଲେ ଦଶମ ଶ୍ରେଣୀର ଛାତ୍ର । ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ସୂଚନାଯୋଗ୍ୟ, ଜଳେଶ୍ୱର ବ୍ଲକ ଗଡ଼ସାହି ବାଲିଆପାଳ ପଞ୍ଚାୟତର ମନୋରଞ୍ଜନ ଦାସଙ୍କ ୧୫ ବର୍ଷର ପୁଅ ସାହିଲ ଦାସ ଓ ତାଙ୍କ ଦୁଇ ଜଣ ସାଙ୍ଗ ଗତକାଲି ଗାଧେଇବାକୁ ସୁବର୍ଣ୍ଣରେଖା ନଦୀକୁ ଯାଇଥିଲେ । ଗାଧାଉ ଥିବା ବେଳେ ସାହିଲ ନିଖୋଜ ହୋଇଯାଇଥିଲ । ଦୁଇ ଜଣ ସାଙ୍ଗ ଖୋଜାଖୋଜି କରି ନପାଇବାରୁ ପରିବାର ଲୋକଙ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଦାର ପାଇଁ ସର୍ଚ୍ଚ ଅପରେଶନ ଜାରି ରଖିଛ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର