ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ

The Sakala Picture
Published On

ବାଲେଶ୍ୱର: ଶକ୍ତିଶାଳୀ ହେଉଛି ଭାରତୀୟ ସେନା। ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ। ଉତ୍‌କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମିକ୍ଷା। ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ବ୍ରହ୍ମୋସ। ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷ୍ୟମତା ୬୫୦ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତୀ କରିପାରେ ସୁପରସୋନିକ୍‌ ମିସାଇଲ ବ୍ରହ୍ମୋସ। […]

ବାଲେଶ୍ୱର: ଶକ୍ତିଶାଳୀ ହେଉଛି ଭାରତୀୟ ସେନା। ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ। ଉତ୍‌କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମିକ୍ଷା। ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ବ୍ରହ୍ମୋସ। ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷ୍ୟମତା ୬୫୦ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତୀ କରିପାରେ ସୁପରସୋନିକ୍‌ ମିସାଇଲ ବ୍ରହ୍ମୋସ। ଏଥିରେ ୨୦୦ରୁ ୩୦୦ କିଲୋଗ୍ରାମ ପର୍ଯ୍ଯନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp