ଭାରସାମ୍ୟ ହରାଇ ଟ୍ରକକୁ ଧକ୍କା ଦେଲା ବାଇକ୍‌, ୨ ମୃତ

ଜଳେଶ୍ଵର: ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଉଲୁଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଛିଡା ହେଇଥିବା ଟ୍ରକକୁ ଧକ୍କା ଦେଇଛି ବାଇକ୍ । ଫଳରେ  ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ବିଳମ୍ବିତ ରାତିରେ କମର୍ଦ୍ଦା ବିଦ୍ୟୁତ ବିଭାଗରଟ୍ କର୍ମଚାରୀ ମାନେ କାମ ସାରି ଫେରୁଥିବା ବେଳେ ଉଲୁଡା ନିକଟରେ ଘନକୁହୁଡିରେ ଭାରସାମ୍ୟ ହରାଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲେ। ଦୁର୍ଘଟଣା ସମ୍ପର୍କରେ […]

ଜଳେଶ୍ଵର: ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଉଲୁଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଛିଡା ହେଇଥିବା ଟ୍ରକକୁ ଧକ୍କା ଦେଇଛି ବାଇକ୍ । ଫଳରେ  ଘଟଣା ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ବିଳମ୍ବିତ ରାତିରେ କମର୍ଦ୍ଦା ବିଦ୍ୟୁତ ବିଭାଗରଟ୍ କର୍ମଚାରୀ ମାନେ କାମ ସାରି ଫେରୁଥିବା ବେଳେ ଉଲୁଡା ନିକଟରେ ଘନକୁହୁଡିରେ ଭାରସାମ୍ୟ ହରାଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲେ। ଦୁର୍ଘଟଣା ସମ୍ପର୍କରେ ଖବର ପାଇ କମର୍ଦ୍ଦା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

About The Author: The Sakala