ସୋରୋ: ଭାରସାମ୍ୟ ହରାଇ ୨୦ ଫୁଟ୍ ପୋଲ ତଳକୁ ଖସିଲା କାର୍। ଅଳ୍ପକେ ବର୍ତ୍ତିଲେ ୫ ଯାତ୍ରୀ। ବାଲେଶ୍ୱର ଜିଲ୍ଲା 16ନଂ ଜାତୀୟ ରାଜପଥ ତଳନଗର ନିକଟରେ ପୋଲ ତଳକୁ ଖସିଲା କାର। ପଶ୍ଚିମବଙ୍ଗ ଖଡ଼ଗପୁରରୁ ଏକ କାରରେ ଦମ୍ପତି ଦୁଇ ପିଲାଙ୍କୁ ଧରି ପୁରୀ ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଯାଇଥିବା ବେଳେ ସେମାନଙ୍କ ଅବସ୍ଥା ସ୍ଥିର ଅଛି। ସୋର ପୋଲିସ କାର୍ଟିକୁ ଥାନାକୁ ଆଣି ତଦନ୍ତ କରୁଛି। ଆହତଙ୍କ ସଠିକ ପରିଚୟ ମିଳିପାରିନାହିଁ।
ଭାରସାମ୍ୟ ହରାଇ ୨୦ ଫୁଟ୍ ପୋଲ ତଳକୁ ଖସିଲା କାର୍, ଅଳ୍ପକେ ବର୍ତ୍ତିଲେ ୫ ଯାତ୍ରୀ
ସୋରୋ: ଭାରସାମ୍ୟ ହରାଇ ୨୦ ଫୁଟ୍ ପୋଲ ତଳକୁ ଖସିଲା କାର୍। ଅଳ୍ପକେ ବର୍ତ୍ତିଲେ ୫ ଯାତ୍ରୀ। ବାଲେଶ୍ୱର ଜିଲ୍ଲା 16ନଂ ଜାତୀୟ ରାଜପଥ ତଳନଗର ନିକଟରେ ପୋଲ ତଳକୁ ଖସିଲା କାର। ପଶ୍ଚିମବଙ୍ଗ ଖଡ଼ଗପୁରରୁ ଏକ କାରରେ ଦମ୍ପତି ଦୁଇ ପିଲାଙ୍କୁ ଧରି ପୁରୀ ଯାଉଥିବା ବେଳେ ଘଟିଥିଲା ଦୁର୍ଘଟଣା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଯାଇଥିବା ବେଳେ ସେମାନଙ୍କ ଅବସ୍ଥା ସ୍ଥିର ଅଛି। ସୋର ପୋଲିସ କାର୍ଟିକୁ […]