ତଣ୍ଟି ଚିପି ନିଜ ମାଆକୁ ହତ୍ୟା କଲା ନୃଶଂସ ପୁଅ

The Sakala Picture
Published On

ସିମୁଳିଆ: ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚଗଡ଼ା ପଞ୍ଚାୟତ ତାଳପଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ତଣ୍ଟି ଚିପି ନିଜ ମାଆକୁ ହତ୍ୟା କରିଛି  ନୃଶଂସ ପୁଅ। ଏ ନେଇ ବୋହୁ କବିତା ସିମୁଳିଆ ଥାନାରେ ଅଭିଯୋଗ କରିଛନ୍ତି। ପରେ ସିମୁଳିଆ ପୁଲିସ ପୁଅ ଅରୁଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମୃତ ମାଆଙ୍କ ନାଁ ଆରତୀ ମହାନ୍ତି ହୋଇଥିବାବେଳେ ପୁଅର ନାଁ ଅରୁଣ ମହାନ୍ତି ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ, ତାଳପଦା ଗାଁର […]

ସିମୁଳିଆ: ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚଗଡ଼ା ପଞ୍ଚାୟତ ତାଳପଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ତଣ୍ଟି ଚିପି ନିଜ ମାଆକୁ ହତ୍ୟା କରିଛି  ନୃଶଂସ ପୁଅ। ଏ ନେଇ ବୋହୁ କବିତା ସିମୁଳିଆ ଥାନାରେ ଅଭିଯୋଗ କରିଛନ୍ତି। ପରେ ସିମୁଳିଆ ପୁଲିସ ପୁଅ ଅରୁଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମୃତ ମାଆଙ୍କ ନାଁ ଆରତୀ ମହାନ୍ତି ହୋଇଥିବାବେଳେ ପୁଅର ନାଁ ଅରୁଣ ମହାନ୍ତି ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଜଳସ୍ତର, ବାଲେଶ୍ୱରରେ ପୁଣି ବନ୍ୟା ଆଶଙ୍କା

ସୂଚନା ଅନୁଯାୟୀ, ତାଳପଦା ଗାଁର ଅରୁଣ ମହାନ୍ତି ଗତକାଲି ରାତିରେ ମାଆ ଆରତୀ ମହାନ୍ତିଙ୍କୁ ଖାଇବାକୁ ମାଗିଥିଲେ। ମାଆ ଖାଦ୍ୟ ଦେବା ପରେ କାହିଁକି ମାଛ ହେଇନି ବୋଲି ପ୍ରଶ୍ନ କରିଥିଲେ। ମାଛ କେଉଁଠୁ ଆଣିବି ଟଙ୍କା ନାହିଁ ବୋଲି ମା କହିବାରୁ ଏଥିରେ ପୁଅ ରାଗିଯାଇ ମାଆଙ୍କୁ ମାରଧର କରିବା ସହିତ ତଣ୍ଟି ଚିପି ଦେଇଥିଲା। ଏହା ଦେଖି ଅରୁଣଙ୍କ ସ୍ତ୍ରୀ କବିତା ଆସି ଛଡ଼େଇବାକୁ ଆସିଥିଲା ବେଳେ ତାଙ୍କୁ ମଧ୍ୟ ମାରଧର କରିଥିଲେ। ତଣ୍ଟି ଚିପିବା ପରେ ମାଆ ଅଚେତ ହୋଇ ତଳେ ପଡିଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରିବା ପରେ ମେଡିକାଲ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଉଛୁଳୁଛି ସୁବର୍ଣ୍ଣରେଖା: ପାଣିଘେର ଭିତରେ ୪୦ରୁ ଉର୍ଦ୍ଧ୍ୱ ପଞ୍ଚାୟତ, ପ୍ରାୟ ୨ଲକ୍ଷ ଲୋକ ପ୍ରଭାବିତ

17 Jul 2024 By The Sakala

ତଣ୍ଟି ଚିପି ନିଜ ମାଆକୁ ହତ୍ୟା କଲା ନୃଶଂସ ପୁଅ

ସିମୁଳିଆ: ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚଗଡ଼ା ପଞ୍ଚାୟତ ତାଳପଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ତଣ୍ଟି ଚିପି ନିଜ ମାଆକୁ ହତ୍ୟା କରିଛି  ନୃଶଂସ ପୁଅ। ଏ ନେଇ ବୋହୁ କବିତା ସିମୁଳିଆ ଥାନାରେ ଅଭିଯୋଗ କରିଛନ୍ତି। ପରେ ସିମୁଳିଆ ପୁଲିସ ପୁଅ ଅରୁଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମୃତ ମାଆଙ୍କ ନାଁ ଆରତୀ ମହାନ୍ତି ହୋଇଥିବାବେଳେ ପୁଅର ନାଁ ଅରୁଣ ମହାନ୍ତି ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ତାଳପଦା ଗାଁର ଅରୁଣ ମହାନ୍ତି ଗତକାଲି ରାତିରେ ମାଆ ଆରତୀ ମହାନ୍ତିଙ୍କୁ ଖାଇବାକୁ ମାଗିଥିଲେ। ମାଆ ଖାଦ୍ୟ ଦେବା ପରେ କାହିଁକି ମାଛ ହେଇନି ବୋଲି ପ୍ରଶ୍ନ କରିଥିଲେ। ମାଛ କେଉଁଠୁ ଆଣିବି ଟଙ୍କା ନାହିଁ ବୋଲି ମା କହିବାରୁ ଏଥିରେ ପୁଅ ରାଗିଯାଇ ମାଆଙ୍କୁ ମାରଧର କରିବା ସହିତ ତଣ୍ଟି ଚିପି ଦେଇଥିଲା। ଏହା ଦେଖି ଅରୁଣଙ୍କ ସ୍ତ୍ରୀ କବିତା ଆସି ଛଡ଼େଇବାକୁ ଆସିଥିଲା ବେଳେ ତାଙ୍କୁ ମଧ୍ୟ ମାରଧର କରିଥିଲେ। ତଣ୍ଟି ଚିପିବା ପରେ ମାଆ ଅଚେତ ହୋଇ ତଳେ ପଡିଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରିବା ପରେ ମେଡିକାଲ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର