ବାଇକ୍‌କୁ ସାମ୍ନାରୁ ପିଟିଲା ଟ୍ରକ୍, ଚାଲିଗଲା ୨ଜଣଙ୍କ ଜୀବନ

The Sakala Picture
Published On

ସୋର: ବାଇକ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜଣେ ମୃତକ ମାଣିତ୍ରୀ ଗାଁର ଅରଜିତ ବେହେରା ହୋଇଥିବା ସୂଚନା । ଅନ୍ୟଜଣେ ଯୁବକଙ୍କ ପରିଚୟ ମିଳିପାରିନି । ମୃତ ଯୁବକ ଦୁଇ ଜଣ ଗତକାଲି ବିଳମ୍ବିତ ରାତିରେ ଭଦ୍ରକରୁ କାମ ସାରି ବାଇକ୍‌ରେ ଘରକୁ […]

ସୋର: ବାଇକ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜଣେ ମୃତକ ମାଣିତ୍ରୀ ଗାଁର ଅରଜିତ ବେହେରା ହୋଇଥିବା ସୂଚନା । ଅନ୍ୟଜଣେ ଯୁବକଙ୍କ ପରିଚୟ ମିଳିପାରିନି । ମୃତ ଯୁବକ ଦୁଇ ଜଣ ଗତକାଲି ବିଳମ୍ବିତ ରାତିରେ ଭଦ୍ରକରୁ କାମ ସାରି ବାଇକ୍‌ରେ ଘରକୁ ଫେରୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଦୁର୍ଘଟଣାପରେ ରାସ୍ତାରେ ଯାଉଥିବା ଯାତ୍ରୀମାନେ ହାଇୱେ ପୋଲିସକୁ ଖବର ଦେଇଥିଲେ ଖବର ପାଇ ପୋଲିସ ପହଞ୍ଚି ରାସ୍ତାରୁ ଶବ ହଟାଇବା ସହ ଶବ ବ୍ୟବଚ୍ଛେଦ ପାଇଁ ସୋର ମେଡିକାଲକୁ ଆଣିଥିଲେ l

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

15 Jul 2023 By The Sakala

ବାଇକ୍‌କୁ ସାମ୍ନାରୁ ପିଟିଲା ଟ୍ରକ୍, ଚାଲିଗଲା ୨ଜଣଙ୍କ ଜୀବନ

ସୋର: ବାଇକ-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜଣେ ମୃତକ ମାଣିତ୍ରୀ ଗାଁର ଅରଜିତ ବେହେରା ହୋଇଥିବା ସୂଚନା । ଅନ୍ୟଜଣେ ଯୁବକଙ୍କ ପରିଚୟ ମିଳିପାରିନି । ମୃତ ଯୁବକ ଦୁଇ ଜଣ ଗତକାଲି ବିଳମ୍ବିତ ରାତିରେ ଭଦ୍ରକରୁ କାମ ସାରି ବାଇକ୍‌ରେ ଘରକୁ ଫେରୁଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣାପରେ ରାସ୍ତାରେ ଯାଉଥିବା ଯାତ୍ରୀମାନେ ହାଇୱେ ପୋଲିସକୁ ଖବର ଦେଇଥିଲେ ଖବର ପାଇ ପୋଲିସ ପହଞ୍ଚି ରାସ୍ତାରୁ ଶବ ହଟାଇବା ସହ ଶବ ବ୍ୟବଚ୍ଛେଦ ପାଇଁ ସୋର ମେଡିକାଲକୁ ଆଣିଥିଲେ l

https://www.thesakala.in/latest-odisha-news/balasore/truck-hit-the-bike-from-the-front-in-soro-2-died/article-23502
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର