ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ…

The Sakala Picture
Published On

ବାଲେଶ୍ବର: ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା। ବେକରେ ରଶି ଲଗାଇ ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା । ବାଲେଶ୍ବର ପୁଲିସ ବାରାକ ଭିତରେ ଜଣେ ମହିଳା କନେଷ୍ଟବଳ ଆତ୍ମହତ୍ୟା କରିିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ମହିଳାଙ୍କ ନାମ ଯଶୋଦା ଦାସ। ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।

ଆହୁରି ପଢ଼ନ୍ତୁ: ୩୪ ଘଣ୍ଟାର ସର୍ଚ୍ଚ ଅପରେସନ ପରେ ନିଖୋଜ ବନ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର