ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ…

ବାଲେଶ୍ବର: ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା। ବେକରେ ରଶି ଲଗାଇ ମହିଳା କନଷ୍ଟେବଳଙ୍କ ଆତ୍ମହତ୍ୟା । ବାଲେଶ୍ବର ପୁଲିସ ବାରାକ ଭିତରେ ଜଣେ ମହିଳା କନେଷ୍ଟବଳ ଆତ୍ମହତ୍ୟା କରିିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ମହିଳାଙ୍କ ନାମ ଯଶୋଦା ଦାସ। ତେବେ ବର୍ତ୍ତମାନ ସୁଦ୍ଧା ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।

About The Author: The Sakala