ଉପର ପଡିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା, ହାଇକୋର୍ଟ ଦେଲେ ଅନୁମତି...

Deviprasad Mohanty Picture
Published On

କଟକ: ଉପର ପଡିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା। ତଳ ପଡ଼ିଆ ସହ ଉପରପଡ଼ିଆରେ ମଧ୍ୟ ବାଲିଯାତ୍ରା ହେବ। ଉଭୟ ପଡ଼ିଆରେ ଗାଇଡ଼ଲାଇନ ଭିତ୍ତିରେ ହେବ ବାଲିଯାତ୍ରା। ଓଡିଶା ହାଇକୋର୍ଟ ଏ ନେଇ ଅନୁମତି ଦେଇଛନ୍ତି। ହାଇକୋର୍ଟରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଛି ସତ୍ୟପାଠ। ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ। କିଛିଦିନ ତଳେ ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଆଜି ୯ ତାରିଖ ହାଇକୋର୍ଟରେ ମାମଲାର ଶୁଣାଣି ହୋଇଛି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

09 Oct 2025 By Deviprasad Mohanty

ଉପର ପଡିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା, ହାଇକୋର୍ଟ ଦେଲେ ଅନୁମତି...

କଟକ: ଉପର ପଡିଆରେ ଆୟୋଜିତ ହେବ ଐତିହାସିକ ବାଲିଯାତ୍ରା। ତଳ ପଡ଼ିଆ ସହ ଉପରପଡ଼ିଆରେ ମଧ୍ୟ ବାଲିଯାତ୍ରା ହେବ। ଉଭୟ ପଡ଼ିଆରେ ଗାଇଡ଼ଲାଇନ ଭିତ୍ତିରେ ହେବ ବାଲିଯାତ୍ରା। ଓଡିଶା ହାଇକୋର୍ଟ ଏ ନେଇ ଅନୁମତି ଦେଇଛନ୍ତି। ହାଇକୋର୍ଟରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଆଯାଇଛି ସତ୍ୟପାଠ। ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ। କିଛିଦିନ ତଳେ ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଆଜି ୯ ତାରିଖ ହାଇକୋର୍ଟରେ ମାମଲାର ଶୁଣାଣି ହୋଇଛି।

https://www.thesakala.in/latest-odisha-news/bali-jatra-will-be-organized-at-upper-padia--high-court-has-granted-permission/article-42642
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର