ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ବିନୋଦ ବେହେରାକୁ ଗିରଫ କଲା କ୍ରାଇମବ୍ରାଞ୍ଚ

Madhusudan Das Picture
Published On

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ଘଟଣା । ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ମୁଖ୍ୟ ଅଭିଯୁକ୍ତ ୪୮ ବର୍ଷୀୟ ବିନୋଦ ବେହେରା ଗିରଫ। ବିନୋଦ ଘର କେନ୍ଦ୍ରାପଡା ଜିଲ୍ଲାର ଇନ୍ଦୁପୁର ହୋଇଥିବା ବେଳେ ସତ୍ୟନଗରରେ ସେ ରହୁଥିଲା । ଏହି କେସରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି । ପୂର୍ବରୁ ଏହି ଘଟଣାରେ ୧୫ ଜଣଙ୍କୁ ଗିରଫ କରିଥିଲା କମିଶନରେଟ ପୋଲିସ । 

ଆହୁରି ପଢ଼ନ୍ତୁ: କଲ୍ୟାଣସିଂହପୁର ଲ୍ୟାମ୍ପସ୍ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଓ ବେଆଇନ କାରବାର ଅଭିଯୋଗରେ ଚଢ଼ାଉ

ମୁଖ୍ୟ ଅଭିଯୁକ୍ତମାନେ ବାଉଁଶରେ ସୌମ୍ୟଙ୍କ ମୁଣ୍ଡ ଓ ଅନ୍ୟ ସମ୍ବେଦନଶୀଳ ଅଙ୍ଗକୁ ମାଡ଼ ମାରିଥିଲା । କମିଶନରେଟ ପୋଲିସ ଏହି ଘଟଣାରେ ପୂର୍ବରୁ ୧୧ ଜଣଙ୍କୁ ଗିରଫ କରିଥିବା ବେଳେ କ୍ରାଇମବ୍ରାଞ୍ଚ ୫ ଜଣଙ୍କୁ ଗିରଫ କରିଛି। ପୂର୍ବରୁ ଥାନା ଓ କ୍ରାଇମସ୍ପଟକୁ ଯାଇ ଅଧିକ ତନାଘନା କରିଥିଲା କ୍ରାଇମବ୍ରାଞ୍ଚ। ଏକାଧିକ ଲୋକଙ୍କ ବୟାନ ରେକର୍ଡ, ସାଇଣ୍ଟିଫିକ ଏଭିଡ଼େନ୍ସ ଜରିଆରେ ଆକ୍ସନ ମୋଡ଼କୁ ଆସିଛି କ୍ରାଇମବ୍ରାଞ୍ଚ। ଏଥିରେ ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ମଧ୍ୟ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆହୁରି ୨୦ ରୁ ଉର୍ଦ୍ଧ୍ବ ଲୋକ ସମ୍ପୃକ୍ତି ଥିବା ଜଣାପଡିବା ପରେ ଜିଲ୍ଲା ବାହାରେ ଚଢ଼ାଉ ଜାରି ରଖିଛି କ୍ରାଇମବ୍ରାଞ୍ଚ। ଭାଇରାଲ ଭିଡିଓ ଆଧାରରେ ତଦନ୍ତ ଚାଲିଥିବା ବେଳେ ବିଭିନ୍ନ ଦିଗକୁ ଦୃଷ୍ଟି ଦିଆଯାଉଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି ।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ବ୍ରହ୍ମପୁର: ୯ଦିନରେ ୩ ଏନକାଉଣ୍ଟର, ପୁଲିସ ଗୁଳିରେ ଅଭିଯୁକ୍ତ ଜଗା ସାହୁ ଆହତ

26 May 2026 By Madhusudan Das

ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ବିନୋଦ ବେହେରାକୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ଘଟଣା । ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ମୁଖ୍ୟ ଅଭିଯୁକ୍ତ ୪୮ ବର୍ଷୀୟ ବିନୋଦ ବେହେରା ଗିରଫ। ବିନୋଦ ଘର କେନ୍ଦ୍ରାପଡା ଜିଲ୍ଲାର ଇନ୍ଦୁପୁର ହୋଇଥିବା ବେଳେ ସତ୍ୟନଗରରେ ସେ ରହୁଥିଲା । ଏହି କେସରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି । ପୂର୍ବରୁ ଏହି ଘଟଣାରେ ୧୫ ଜଣଙ୍କୁ ଗିରଫ କରିଥିଲା କମିଶନରେଟ ପୋଲିସ । 

ମୁଖ୍ୟ ଅଭିଯୁକ୍ତମାନେ ବାଉଁଶରେ ସୌମ୍ୟଙ୍କ ମୁଣ୍ଡ ଓ ଅନ୍ୟ ସମ୍ବେଦନଶୀଳ ଅଙ୍ଗକୁ ମାଡ଼ ମାରିଥିଲା । କମିଶନରେଟ ପୋଲିସ ଏହି ଘଟଣାରେ ପୂର୍ବରୁ ୧୧ ଜଣଙ୍କୁ ଗିରଫ କରିଥିବା ବେଳେ କ୍ରାଇମବ୍ରାଞ୍ଚ ୫ ଜଣଙ୍କୁ ଗିରଫ କରିଛି। ପୂର୍ବରୁ ଥାନା ଓ କ୍ରାଇମସ୍ପଟକୁ ଯାଇ ଅଧିକ ତନାଘନା କରିଥିଲା କ୍ରାଇମବ୍ରାଞ୍ଚ। ଏକାଧିକ ଲୋକଙ୍କ ବୟାନ ରେକର୍ଡ, ସାଇଣ୍ଟିଫିକ ଏଭିଡ଼େନ୍ସ ଜରିଆରେ ଆକ୍ସନ ମୋଡ଼କୁ ଆସିଛି କ୍ରାଇମବ୍ରାଞ୍ଚ। ଏଥିରେ ଅନ୍ୟମାନଙ୍କ ସମ୍ପୃକ୍ତି ନେଇ ମଧ୍ୟ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆହୁରି ୨୦ ରୁ ଉର୍ଦ୍ଧ୍ବ ଲୋକ ସମ୍ପୃକ୍ତି ଥିବା ଜଣାପଡିବା ପରେ ଜିଲ୍ଲା ବାହାରେ ଚଢ଼ାଉ ଜାରି ରଖିଛି କ୍ରାଇମବ୍ରାଞ୍ଚ। ଭାଇରାଲ ଭିଡିଓ ଆଧାରରେ ତଦନ୍ତ ଚାଲିଥିବା ବେଳେ ବିଭିନ୍ନ ଦିଗକୁ ଦୃଷ୍ଟି ଦିଆଯାଉଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର